ଯିରିମୀୟ 35:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନଙ୍କୁ ସଦାପ୍ରଭୁଙ୍କ ଗୃହରେ, ପରମେଶ୍ୱରଙ୍କ ଲୋକ ଯିଗ୍ଦଲୀୟର ପୁତ୍ର ହାନନ୍ର ପୁତ୍ରମାନଙ୍କର କୋଠରିକୁ ନେଇଗଲି, ସେହି କୋଠରି ଶଲ୍ଲୁମ୍ର ପୁତ୍ର ମାସେୟ ନାମକ ଦ୍ୱାରପାଳର କୋଠରି ଉପରେ, ଅଧିପତିଗଣର କୋଠରି ନିକଟରେ ଥିଲା; Gade chapit laପବିତ୍ର ବାଇବଲ (Re-edited) - (BSI)4 ସେମାନଙ୍କୁ ସଦାପ୍ରଭୁଙ୍କ ଗୃହରେ, ପରମେଶ୍ଵରଙ୍କ ଲୋକ ଯିଗ୍ଦଲୀୟର ପୁତ୍ର ହାନନର ପୁତ୍ରମାନଙ୍କର କୋଠରୀକି ନେଇଗଲି, ସେହି କୋଠରୀ ଶଲ୍ଲୂମର ପୁତ୍ର ମାସେୟ ନାମକ ଦ୍ଵାରପାଳର କୋଠରୀ ଉପରେ, ଅଧିପତିଗଣର କୋଠରୀ ନିକଟରେ ଥିଲା; Gade chapit laଓଡିଆ ବାଇବେଲ4 ସେମାନଙ୍କୁ ସଦାପ୍ରଭୁଙ୍କ ଗୃହରେ, ପରମେଶ୍ୱରଙ୍କ ଲୋକ ଯିଗ୍ଦଲୀୟର ପୁତ୍ର ହାନନ୍ର ପୁତ୍ରମାନଙ୍କର କୋଠରିକୁ ନେଇଗଲି, ସେହି କୋଠରି ଶଲ୍ଲୁମ୍ର ପୁତ୍ର ମାସେୟ ନାମକ ଦ୍ୱାରପାଳର କୋଠରି ଉପରେ, ଅଧିପତିଗଣର କୋଠରି ନିକଟରେ ଥିଲା; Gade chapit laପବିତ୍ର ବାଇବଲ4 ସେମାନଙ୍କୁ ସଦାପ୍ରଭୁଙ୍କ ଗୃହକୁ ନେଇଗଲି। ମୁଁ ପରମେଶ୍ୱରଙ୍କ ଲୋକ ଯିଗ୍ଦଲିୟର ପୁତ୍ର ହାନନର ପୁତ୍ରମାନଙ୍କର କୋଠରୀକୁ ଗଲି। ସେହି କୋଠରୀ ଶଲ୍ଲୂମର ପୁତ୍ର ମାସେୟ ନାମକ ଦ୍ୱାରପାଳର କୋଠରୀ ଉପରେ, ଅଧିପତିଗଣର କୋଠରୀ ନିକଟରେ ଥିଲା। Gade chapit la |
ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ।
ସେମାନେ ଆମ୍ଭର ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଆପଣାମାନଙ୍କର ଦ୍ୱାର-ପ୍ରବେଶ ସ୍ଥାନ ଓ ଆମ୍ଭ ଦ୍ୱାରବନ୍ଧ ନିକଟରେ ଆପଣାମାନଙ୍କର ଦ୍ୱାରବନ୍ଧ ରଖିବାରୁ ଆମ୍ଭର ଓ ସେମାନଙ୍କ ମଧ୍ୟରେ କେବଳ ଏକ କାନ୍ଥ ଥିଲା, ପୁଣି, ଆପଣାମାନଙ୍କର କୃତ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ଆମ୍ଭର ପବିତ୍ର ନାମ ସେମାନେ ଅପବିତ୍ର କରିଅଛନ୍ତି; ଏନିମନ୍ତେ ଆମ୍ଭେ ଆପଣାର କ୍ରୋଧରେ ସେମାନଙ୍କୁ ଗ୍ରାସ କରିଅଛୁ।