ଯିରିମୀୟ 36:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିଉତ୍ତାରେ ସେମାନେ ପ୍ରାଙ୍ଗଣରେ ରାଜା ନିକଟକୁ ଗଲେ; ମାତ୍ର ନଳାକାର ପୁସ୍ତକଟି ଇଲୀଶାମା ଲେଖକର କୋଠରିରେ ଛାଡ଼ି ଯାଇଥିଲେ; ଆଉ, ସେମାନେ ରାଜାର କର୍ଣ୍ଣଗୋଚରରେ ଏସବୁ କଥା ଜଣାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଏଉତ୍ତାରେ ସେମାନେ ପ୍ରାଙ୍ଗଣରେ ରାଜା ନିକଟକୁ ଗଲେ; ମାତ୍ର ପୁସ୍ତକଟି ଇଲୀଶାମା ଲେଖକର କୋଠରୀରେ ଛାଡ଼ି ଯାଇଥିଲେ; ଆଉ, ସେମାନେ ରାଜାର କର୍ଣ୍ଣଗୋଚରରେ ଏସବୁ କଥା ଜଣାଇଲେ। Gade chapit laଓଡିଆ ବାଇବେଲ20 ଏଥିଉତ୍ତାରେ ସେମାନେ ପ୍ରାଙ୍ଗଣରେ ରାଜା ନିକଟକୁ ଗଲେ; ମାତ୍ର ନଳାକାର ପୁସ୍ତକଟି ଇଲୀଶାମା ଲେଖକର କୋଠରିରେ ଛାଡ଼ି ଯାଇଥିଲେ; ଆଉ, ସେମାନେ ରାଜାର କର୍ଣ୍ଣଗୋଚରରେ ଏସବୁ କଥା ଜଣାଇଲେ। Gade chapit laପବିତ୍ର ବାଇବଲ20 ଅନନ୍ତର ଅଧିପତିମାନେ ପୁସ୍ତକଟିକୁ ଇଲୀଶାମା ଲେଖକର କୋଠରୀରେ ଛାଡ଼ିଗଲେ। ସେମାନେ ରାଜା ଯିହୋୟାକୀମ୍ ନିକଟକୁ ଗଲେ ଓ ପୁସ୍ତକ ଲିଖିତ ସମସ୍ତ ବାକ୍ୟ ତାଙ୍କୁ ଜଣାଇଲେ। Gade chapit la |