ଯିରିମୀୟ 36:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପୁଣି, ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ତୁମ୍ଭେ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି: ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ? ଏହା କହି ତୁମ୍ଭେ ଏହି ନଳାକାର ପୁସ୍ତକ ଦଗ୍ଧ କରିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)29 ପୁଣି, ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ତୁମ୍ଭେ କହିବ, ସଦାପ୍ରଭୁ ଏହି କଥା କହନ୍ତି: ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ? ଏହା କହି ତୁମ୍ଭେ ଏହି ପୁସ୍ତକ ଦଗ୍ଧ କରିଅଛ। Gade chapit laଓଡିଆ ବାଇବେଲ29 ପୁଣି, ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ତୁମ୍ଭେ କହିବ, ସଦାପ୍ରଭୁ ଏହି କଥା କହନ୍ତି: ‘ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ ? ଏହା କହି ତୁମ୍ଭେ ଏହି ନଳାକାର ପୁସ୍ତକ ଦଗ୍ଧ କରିଅଛ।’ Gade chapit laପବିତ୍ର ବାଇବଲ29 ପୁଣି ଯିହୁଦାର ରାଜା ଯିହୋୟାକୀମ୍ଙ୍କୁ ତୁମ୍ଭେ ଏହା କହିବ, ‘ସଦାପ୍ରଭୁ ଏହା କହନ୍ତି, “ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ। ଆଉ ଏହାକୁ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ। ଏପରି କଥା ସେଥିରେ ଅଛି? ଏଥି ସକାଶେ ତୁମ୍ଭେ ଏହି ପୁସ୍ତକ ଦଗ୍ଧ କରିଅଛ।” Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।