Biblia Todo Logo
Bib sou entènèt

- Piblisite -




ଯିରିମୀୟ 36:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏହେତୁ ଯିହୁଦାର ରାଜା ଯିହୋୟାକୀମ୍‍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନ ବେଳେ ଖରାରେ ଓ ରାତ୍ରି ବେଳେ କାକରରେ ପକାଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଏହେତୁ ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନବେଳେ ଖରାରେ ଓ ରାତ୍ରିବେଳେ କାକରରେ ପକାଯିବ।

Gade chapit la Kopi

ଓଡିଆ ବାଇବେଲ

30 ଏହେତୁ ଯିହୁଦାର ରାଜା ଯିହୋୟାକୀମ୍‍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନବେଳେ ଖରାରେ ଓ ରାତ୍ରିବେଳେ କାକରରେ ପକାଯିବ।’

Gade chapit la Kopi

ପବିତ୍ର ବାଇବଲ

30 ଏଣୁ ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ବଂଶଧର ରହିବେ ନାହିଁ। ଆଉ ତାହାର ମୃତ ଶରୀରକୁ ଦିନ ବେଳେ ଖରାରେ ଓ ରାତ୍ରି ବେଳା କାକରରେ ପକାଯିବ।

Gade chapit la Kopi




ଯିରିମୀୟ 36:30
7 Referans Kwoze  

ସଦାପ୍ରଭୁ ଏହି କଥା କହନ୍ତି, “ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ହେବ ନାହିଁ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ୱ କରି ସମୃଦ୍ଧି ହେବ ନାହିଁ।”


ଦିନରେ ଖରା, ରାତିରେ କାକର, ମୋତେ ଗ୍ରାସ କଲା; ମୋʼ ଆଖିରୁ ନିଦ ପଳାଇଗଲା; ଏହିପରି ମୁଁ ଥିଲି;


ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।


ଆଉ, ସେ ଯିହୋୟାକୀମ୍‍ର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା।


ଯଦି କୌଣସି ମନୁଷ୍ୟ ଶହେ ସନ୍ତାନ ଜାତ କରି ଅନେକ ବର୍ଷ ବଞ୍ଚି ଦୀର୍ଘଜୀବୀ ହୁଏ, ମାତ୍ର ତାହାର ପ୍ରାଣ ଯଦି ସୁଖରେ ତୃପ୍ତ ନ ହୁଏ, ଆହୁରି ଯଦି ତାହାକୁ କବର ଦିଆ ନ ଯାଏ, ତେବେ ମୁଁ କହେ, ସେହି ଲୋକ ଅପେକ୍ଷା ଜନ୍ମ ହେବା ସମୟରେ ମୃତ୍ୟୁବରଣ କରିଥିବା ଶିଶୁଟି ଉତ୍ତମ ଅଟେ;


Swiv nou:

Piblisite


Piblisite