Biblia Todo Logo
Bib sou entènèt

- Piblisite -




ଯିରିମୀୟ 37:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେତେବେଳେ ଯିରିମୀୟ କହିଲେ, “ଏ ମିଥ୍ୟା କଥା; ମୁଁ କଲ୍‍ଦୀୟମାନଙ୍କ ପକ୍ଷକୁ ଯାଉ ନାହିଁ;” ତଥାପି ଯିରୀୟ ଯିରିମୀୟଙ୍କ କଥା ନ ଶୁଣି ତାଙ୍କୁ ଧରି ଅଧିପତିମାନଙ୍କ ନିକଟକୁ ନେଇଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେତେବେଳେ ଯିରିମୀୟ କହିଲେ, ଏ ମିଥ୍ୟା କଥା; ମୁଁ କଲ୍ଦୀୟମାନଙ୍କ ପକ୍ଷକୁ ଯାଉ ନାହିଁ; ତଥାପି ଯିରୀୟ ଯିରିମୀୟଙ୍କ କଥା ନ ଶୁଣି ତାଙ୍କୁ ଧରି ଅଧିପତିମାନଙ୍କ ନିକଟକୁ ନେଇଗଲା।

Gade chapit la Kopi

ଓଡିଆ ବାଇବେଲ

14 ସେତେବେଳେ ଯିରିମୀୟ କହିଲେ, “ଏ ମିଥ୍ୟା କଥା; ମୁଁ କଲ୍‍ଦୀୟମାନଙ୍କ ପକ୍ଷକୁ ଯାଉ ନାହିଁ;” ତଥାପି ଯିରୀୟ ଯିରିମୀୟଙ୍କ କଥା ନ ଶୁଣି ତାଙ୍କୁ ଧରି ଅଧିପତିମାନଙ୍କ ନିକଟକୁ ନେଇଗଲା।

Gade chapit la Kopi

ପବିତ୍ର ବାଇବଲ

14 ସେତେବେଳେ ଯିରିମିୟ କହିଲେ, “ଏହା ମିଥ୍ୟା କଥା, ମୁଁ କ‌‌ଲ୍‌‌ଦୀୟମାନଙ୍କ ପକ୍ଷକୁ ଯାଉ ନାହିଁ।” ମାତ୍ର ଯିରିମିୟ ତାଙ୍କ କଥା ନ ଶୁଣି ତାଙ୍କୁ ବନ୍ଦୀ କରି ଅଧିପତିମାନଙ୍କ ନିକଟକୁ ନେଇଗଲା।

Gade chapit la Kopi




ଯିରିମୀୟ 37:14
10 Referans Kwoze  

ମୋʼ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ୱାସ ମାରିବା ଲୋକେ ମୋʼ ବିରୁଦ୍ଧରେ ଉଠିଅଛନ୍ତି।


ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ।


ଯେତେବେଳେ ଲୋକ ସମସ୍ତେ ତୁମ୍ଭମାନଙ୍କର ପ୍ରଶଂସା କରନ୍ତି, ସେତେବେଳେ ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର; ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭଣ୍ଡ ଭାବବାଦୀମାନଙ୍କ ପ୍ରତି କରୁଥିଲେ।


ଅନ୍ୟାୟ ସାକ୍ଷୀମାନେ ଉଠୁଅଛନ୍ତି; ସେମାନେ ଆମ୍ଭର ଅଜ୍ଞାତ ବିଷୟ ଆମ୍ଭକୁ ପଚାରୁଅଛନ୍ତି।


ତହୁଁ ମୁଁ ତାହା ନିକଟକୁ କହି ପଠାଇଲି, “ତୁମ୍ଭେ ଯାହା କହୁଅଛ, ସେପରି କୌଣସି କାର୍ଯ୍ୟ କରାଯାଉ ନାହିଁ; ତୁମ୍ଭେ କେବଳ ଆପଣା ମନରୁ ତାହାସବୁ କଳ୍ପନା କରୁଅଛ।


Swiv nou:

Piblisite


Piblisite