Biblia Todo Logo
Bib sou entènèt

- Piblisite -




ଯିରିମୀୟ 37:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

18 ଆହୁରି, ଯିରିମୀୟ ସିଦିକୀୟ ରାଜାକୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ, ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ, ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି ?

Gade chapit la Kopi

ପବିତ୍ର ବାଇବଲ

18 ଆଉ ଯିରିମିୟ ସିଦିକିୟ ରାଜାଙ୍କୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି?

Gade chapit la Kopi




ଯିରିମୀୟ 37:18
15 Referans Kwoze  

ସେଥିରେ ପାଉଲ ଆପଣା ପକ୍ଷ ସମର୍ଥନ କରି କହିଲେ, ଯିହୁଦୀମାନଙ୍କ ବ୍ୟବସ୍ଥା କି ମନ୍ଦିର କି କାଇସରଙ୍କ ବିରୁଦ୍ଧରେ ମୁଁ କୌଣସି ଅପରାଧ କରି ନାହିଁ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହିସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ?”


କିନ୍ତୁ ସେ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରି ନାହିଁ ବୋଲି ମୁଁ ବୁଝିଲି, ଆଉ ସେ ନିଜେ ସମ୍ରାଟଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାରୁ ମୁଁ ତାହାଙ୍କୁ ପଠାଇବା ନିମନ୍ତେ ସ୍ଥିର କଲି।


ତେବେ, ଯଦି ମୁଁ ଅନ୍ୟାୟକାରୀ ହୋଇଥାଏ ଓ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରିଥାଏ, ତାହାହେଲେ ମୁଁ ମୃତ୍ୟୁଭୋଗ କରିବାକୁ ମନା କରୁ ନାହିଁ; କିନ୍ତୁ ଏମାନେ ମୋ, ବିରୁଦ୍ଧରେ ଯାହାସବୁ ଅଭିଯୋଗ କରୁଅଛନ୍ତି, ସେହିସବୁ ମଧ୍ୟରେ ଯଦି ପଦେ ସତ୍ୟ ନାହିଁ, ତାହାହେଲେ କୌଣସି ବ୍ୟକ୍ତି ସେମାନଙ୍କ ହସ୍ତରେ ମୋତେ ସମର୍ପଣ କରିପାରିବେ ନାହିଁ। ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରୁଅଛି।


ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ।


ଅତଏବ ମୁଁ ତୁମ୍ଭମାନଙ୍କୁ ସତ୍ୟ କହିବାରୁ କି ତୁମ୍ଭମାନଙ୍କର ଶତ୍ରୁ ହୋଇଅଛି?


ଅନ୍ତର ହୋଇ ପରସ୍ପର କଥାବାର୍ତ୍ତା କରୁ କରୁ କହିଲେ, ଏହି ଲୋକ ମୃତ୍ୟୁ କି ବନ୍ଧନ ଯୋଗ୍ୟ କୌଣସି କର୍ମ କରି ନାହିଁ।


ଏହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ବରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯତ୍ନ କରୁଥାଏ।


ପୁଣି, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭାଇମାନେ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଈଶ୍ବରଙ୍କ ସାକ୍ଷାତରେ ଆଚାର-ବ୍ୟବହାର କରି ଆସିଅଛି।


ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କʼଣ ତାହାଙ୍କୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷାନ୍ତ ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।”


ଧାର୍ମିକକୁ ଶାସ୍ତି ଦେବାର ଅବା କୁଳୀନ ଲୋକଙ୍କୁ ସେମାନଙ୍କ ସରଳତା ସକାଶୁ ପ୍ରହାର କରିବାର ଉଚିତ ନୁହେଁ।


ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।


ତହୁଁ ଯାକୁବ କ୍ରୋଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି, ଯାକୁବ ଲାବନକୁ ଉତ୍ତର କରି କହିଲା, “ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ୱଳିତ ହୋଇ ମୋʼ ପଛେ ପଛେ ଦୌଡ଼ି ଆସିଲ?


Swiv nou:

Piblisite


Piblisite