Biblia Todo Logo
Bib sou entènèt

- Piblisite -




ଯିରିମୀୟ 37:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମାତ୍ର ସେ, କିଅବା ତାହାର ଦାସମାନେ ଅବା ଦେଶସ୍ଥ ଲୋକମାନେ, ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମାତ୍ର ସେ, କିଅବା ତାହାର ଦାସମାନେ ଅବା ଦେଶସ୍ଥ ଲୋକମାନେ, ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା କଥିତ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

2 ମାତ୍ର ସେ, କିଅବା ତାହାର ଦାସମାନେ ଅବା ଦେଶସ୍ଥ ଲୋକମାନେ, ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

2 ମାତ୍ର ରାଜା ସିଦିକିୟ କିଅବା ତାହାର ଦାସମାନେ କିଅବା ତାହାର ଦେଶବାସୀ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ପ୍ରଗ୍ଭରିତ ସଦାପ୍ରଭୁଙ୍କ ବାକ୍ୟ ପ୍ରତି ଧ୍ୟାନ ଦେଲେ ନାହିଁ।

Gade chapit la Kopi




ଯିରିମୀୟ 37:2
15 Referans Kwoze  

ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ବର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ।


ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି।


ଆହୁରି, ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ।


ପୁଣି, ହେ ଆହତ ଦୁଷ୍ଟ ଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି;


ମୂର୍ଖ ହାତରେ ଯେ ସମାଚାର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ।


ତଥାପି ବାଶା ଓ ତାଙ୍କର ବଂଶ ବିରୁଦ୍ଧରେ ହନାନିର ପୁତ୍ର ଯେହୂ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯେହେତୁ ସେ ଆପଣା ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ସବୁ କୁକର୍ମ କରି ଯାରବୀୟାମଙ୍କର ବଂଶ ତୁଲ୍ୟ ହୋଇଥିଲେ ଓ ତାହାକୁ ଉଚ୍ଛିନ୍ନ କରିଥିଲେ।


ତହିଁରେ ସଦାପ୍ରଭୁ ଆପଣା ଦାସ ଅହୀୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ଯେପରି କହିଥିଲେ, ତଦନୁସାରେ ସମସ୍ତ ଇସ୍ରାଏଲ ତାହାକୁ କବର ଦେଲେ ଓ ତାହା ପାଇଁ ଶୋକ କଲେ।


ପୁଣି ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା କହି ପଠାନ୍ତେ, ସଦାପ୍ରଭୁଙ୍କ ସକାଶୁ ସେ ତାହାର ନାମ ଯିଦିଦୀୟ ଦେଲେ।


ତହିଁରେ ଦାଉଦ କହିଲେ, “ହାନୂନ୍‍ର ପିତା ନାହଶ୍‍ ଯେପରି ମୋʼ ପ୍ରତି ଦୟା ପ୍ରକାଶ କରିଥିଲା, ସେପରି ମୁଁ ହାନୂନ୍‍ ପ୍ରତି ଦୟା ପ୍ରକାଶ କରିବି।” ତେଣୁ ତାହାକୁ ପିତୃଶୋକରୁ ସାନ୍ତ୍ୱନା କରିବା ନିମନ୍ତେ ଦାଉଦ ଆପଣା ଦାସମାନଙ୍କୁ ପଠାଇଲେ। ତହୁଁ ଦାଉଦଙ୍କର ଦାସମାନେ ଅମ୍ମୋନ-ସନ୍ତାନଗଣର ଦେଶରେ ଉପସ୍ଥିତ ହେଲେ।


ତହୁଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଆଜ୍ଞା କରିଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ସବୁ କଥା ପାଳନ କଲେ।


ତହିଁରେ ସେ କହିଲେ, “ହେ ପ୍ରଭୋ, ମୁଁ ବିନୟ କରୁଅଛି, ଯାହା ଦ୍ୱାରା ପଠାଇବାର ହୁଏ, ତାହା ଦ୍ୱାରା ପଠାନ୍ତୁ।”


“ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକୀୟର ସଙ୍ଗେ ଆଳାପ କରି ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲ ରାଜାର ହସ୍ତରେ ଏହି ନଗର ସମର୍ପଣ କରିବା, ତହିଁରେ ସେ ଅଗ୍ନିରେ ତାହା ଦଗ୍ଧ କରିବ।


ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ;


Swiv nou:

Piblisite


Piblisite