ଯିରିମୀୟ 37:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ, ଫାରୋର ସୈନ୍ୟ ମିସର ଦେଶରୁ ବାହାର ହୋଇ ଆସିଥିଲେ; ଏଣୁ ଯିରୂଶାଲମ ଅବରୋଧକାରୀ କଲ୍ଦୀୟମାନେ ସେମାନଙ୍କର ସମାଚାର ଶୁଣି ଯିରୂଶାଲମରୁ ଚାଲିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଆଉ, ଫାରୋର ସୈନ୍ୟ ମିସର ଦେଶରୁ ବାହାର ହୋଇ ଆସିଥିଲେ; ଏଣୁ ଯିରୂଶାଲମ ଅବରୋଧକାରୀ କଲ୍ଦୀୟମାନେ ସେମାନଙ୍କର ସମାଚାର ଶୁଣି ଯିରୂଶାଲମରୁ ଚାଲିଗଲେ। Gade chapit laଓଡିଆ ବାଇବେଲ5 ଆଉ, ଫାରୋର ସୈନ୍ୟ ମିସର ଦେଶରୁ ବାହାର ହୋଇ ଆସିଥିଲେ; ଏଣୁ ଯିରୂଶାଲମ ଅବରୋଧକାରୀ କଲ୍ଦୀୟମାନେ ସେମାନଙ୍କର ସମାଚାର ଶୁଣି ଯିରୂଶାଲମରୁ ଚାଲିଗଲେ। Gade chapit laପବିତ୍ର ବାଇବଲ5 ଆଉ ମଧ୍ୟ ସେହି ସମୟରେ ଫାରୋର ସୈନ୍ୟ ମିଶରରୁ ବାହାରି ଯିହୁଦାକୁ ଆସିଲେ। ଏଣୁ ଯିରୁଶାଲମ ଦଖଲ କରିଥିବା କଲ୍ଦୀୟମାନେ ଏ ସମ୍ବାଦ ଶୁଣି ଯିରୁଶାଲମରୁ ଗ୍ଭଲିଗଲେ। Gade chapit la |