Biblia Todo Logo
Bib sou entènèt

- Piblisite -




ଯିରିମୀୟ 37:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେତେବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେତେବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi

ଓଡିଆ ବାଇବେଲ

6 ସେତେବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi

ପବିତ୍ର ବାଇବଲ

6 ସେତେବେଳେ ଭବିଷ୍ୟ‌ଦ୍‌ବକ୍ତା ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।

Gade chapit la Kopi




ଯିରିମୀୟ 37:6
4 Referans Kwoze  

ଆଉ, ଫାରୋର ସୈନ୍ୟ ମିସର ଦେଶରୁ ବାହାର ହୋଇ ଆସିଥିଲେ; ଏଣୁ ଯିରୂଶାଲମ ଅବରୋଧକାରୀ କଲ୍‍ଦୀୟମାନେ ସେମାନଙ୍କର ସମାଚାର ଶୁଣି ଯିରୂଶାଲମରୁ ଚାଲିଗଲେ।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ନିକଟରେ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଅଛି ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ ଏହି କଥା କହିବ: ‘ଦେଖ, ତୁମ୍ଭମାନଙ୍କର ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟ ବାହାରି ଆସିଅଛନ୍ତି, ସେମାନେ ଆପଣାମାନଙ୍କର ନିଜ ଦେଶ ମିସରକୁ ଫେରିଯିବେ।


ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, “ତୁମ୍ଭେ କାହିଁକି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଏହା କହୁଅଛ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ;


ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍‍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।


Swiv nou:

Piblisite


Piblisite