Biblia Todo Logo
Bib sou entènèt

- Piblisite -




ଯିରିମୀୟ 37:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସଦାପ୍ରଭୁ ଏହି କଥା କହନ୍ତି; କଲ୍‍ଦୀୟମାନେ ନିଶ୍ଚୟ ଆମ୍ଭମାନଙ୍କ ନିକଟରୁ ଚାଲିଯିବେ, ତୁମ୍ଭେମାନେ ଏହି କଥା କହି ଆପଣାମାନଙ୍କୁ ଭୁଲାଅ ନାହିଁ; କାରଣ ସେମାନେ ଯିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସଦାପ୍ରଭୁ ଏହି କଥା କହନ୍ତି; କଲ୍ଦୀୟମାନେ ନିଶ୍ଚୟ ଆମ୍ଭମାନଙ୍କ ନିକଟରୁ ଚାଲିଯିବେ, ତୁମ୍ଭେମାନେ ଏହି କଥା କହି ଆପଣାମାନଙ୍କୁ ଭୁଲାଅ ନାହିଁ; କାରଣ ସେମାନେ ଯିବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

9 ସଦାପ୍ରଭୁ ଏହି କଥା କହନ୍ତି; “କଲ୍‍ଦୀୟମାନେ ନିଶ୍ଚୟ ଆମ୍ଭମାନଙ୍କ ନିକଟରୁ ଚାଲିଯିବେ, ତୁମ୍ଭେମାନେ ଏହି କଥା କହି ଆପଣାମାନଙ୍କୁ ଭୁଲାଅ ନାହିଁ; କାରଣ ସେମାନେ ଯିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

9 ସଦାପ୍ରଭୁ ଏହି କଥା କହନ୍ତି, ‘କ‌‌ଲ୍‌‌ଦୀୟମାନେ ନିଶ୍ଚୟ ଆମ୍ଭମାନଙ୍କ ନିକଟରୁ ଗ୍ଭଲିଯିବେ, ତୁମ୍ଭେମାନେ ଏହି କଥା କହି ନିଜକୁ ଭୁଲାଅ ନାହିଁ। “ବାବିଲର ସୈନ୍ୟ ନିଶ୍ଚୟ ଆମ୍ଭ ସହିତ ରହିବେ।” କାରଣ ସେମାନେ ଯିବେ ନାହିଁ।

Gade chapit la Kopi




ଯିରିମୀୟ 37:9
9 Referans Kwoze  

ହେ ଶୈଳ-କନ୍ଦରରେ ବାସକାରୀ, ହେ ଉଚ୍ଚସ୍ଥାନ ନିବାସୀ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ତୁମ୍ଭେ ଆପଣା ମନେ ମନେ କହୁଅଛ, “ଆମ୍ଭକୁ ଭୂମିକୁ ଓହ୍ଲାଇ ଆଣିବ କିଏ?”


କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ।


କେହି କୌଣସି ପ୍ରକାରେ ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଆଗମନର ଦିନ ଉପସ୍ଥିତ ହେବ ନାହିଁ।


କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ।


ଭ୍ରାନ୍ତ ନ ହୁଅ; ଈଶ୍ବର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ।


ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ।


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହି ସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ।


ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ୱାସ ନ କରୁ; କାରଣ ଅସାରତା ହିଁ ତାହାର ପୁରସ୍କାର ହେବ।


Swiv nou:

Piblisite


Piblisite