Biblia Todo Logo
Bib sou entènèt

- Piblisite -




ଯିରିମୀୟ 38:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ମତ୍ତନର ପୁତ୍ର ଶଫଟୀୟ, ପଶ୍‍ହୂର ପୁତ୍ର ଗଦଲୀୟ, ଶେଲିମୀୟର ପୁତ୍ର ଯିହଖଲ ଓ ମଲ୍‍କୀୟର ପୁତ୍ର ପଶ୍‍ହୂର, ସମସ୍ତ ଲୋକଙ୍କ ନିକଟରେ ଯିରିମୀୟଙ୍କ କଥିତ ଏହି ବାକ୍ୟ ଶୁଣିଲେ, ଯଥା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ମତ୍ତନର ପୁତ୍ର ଶଫଟୀୟ, ପଶହୂର ପୁତ୍ର ଗଦଲୀୟ, ଶେଲିମୀୟର ପୁତ୍ର ଯିହଖଲ ଓ ମଲ୍‍କୀୟର ପୁତ୍ର ପଶହୂର, ସମସ୍ତ ଲୋକଙ୍କ ନିକଟରେ ଯିରିମୀୟଙ୍କର କଥିତ ଏହି ବାକ୍ୟ ଶୁଣିଲେ, ଯଥା,

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ମତ୍ତନର ପୁତ୍ର ଶଫଟୀୟ, ପଶ୍‍ହୂର ପୁତ୍ର ଗଦଲୀୟ, ଶେଲିମୀୟର ପୁତ୍ର ଯିହଖଲ ଓ ମଲ୍‍କୀୟର ପୁତ୍ର ପଶ୍‍ହୂର, ସମସ୍ତ ଲୋକଙ୍କ ନିକଟରେ ଯିରିମୀୟଙ୍କ କଥିତ ଏହି ବାକ୍ୟ ଶୁଣିଲେ, ଯଥା,

Gade chapit la Kopi

ପବିତ୍ର ବାଇବଲ

1 ଯିରିମିୟଙ୍କ ପ୍ରଗ୍ଭରିତ ବାକ୍ୟ ମତ୍ତନର ପୁତ୍ର ଶଫଟିୟ, ପଶହୂର ପୁତ୍ର ଗଦଲିୟ, ଶେଲିମିୟର ପୁତ୍ର ଯିହଖଲ ଓ ମ‌‌ଲ୍‌‌କିୟର ପୁତ୍ର ପଶହୂର ଏବଂ ଅନ୍ୟ ସମସ୍ତ ଲେଖକ ଶୁଣିଲେ।

Gade chapit la Kopi




ଯିରିମୀୟ 38:1
12 Referans Kwoze  

ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁ, ତଥାପି ଦେଖ, ତୁମ୍ଭେମାନେ ସମସ୍ତ ଯିରୂଶାଲମ ସହରରେ ଆପଣା ଶିକ୍ଷାରେ ପୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ।


ଗୃହର କର୍ମକାରୀ ସେମାନଙ୍କ ଭ୍ରାତୃଗଣ ଆଠ ଶହ ବାଇଶ ଜଣ ଥିଲେ; ପୁଣି, ଯିରୋହମର ପୁତ୍ର ଅଦାୟା, ସେହି ଯିରୋହମ ପଲଲୀୟର ପୁତ୍ର, ପଲଲୀୟ ଅମ୍ସିର ପୁତ୍ର, ଅମ୍ସି ଜିଖରୀୟର ପୁତ୍ର, ଜିଖରୀୟ ପଶ୍‍ହୂରର ପୁତ୍ର, ପଶ୍‍ହୂର ମଲ୍‍କୀୟର ପୁତ୍ର,


ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ।


ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ।


ଆଉ ମଲ୍‍କୀୟର ପ୍ରପୌତ୍ର ପଶ୍‍ହୂରର ପୌତ୍ର ଯିରୋହମର ପୁତ୍ର ଅଦାୟା, ପୁଣି, ଇମ୍ମେରର ଅତି ବୃଦ୍ଧ ପ୍ରପୌତ୍ର ମଶିଲ୍ଲମୋରର ବୃଦ୍ଧ ପ୍ରପୌତ୍ର ମଶୁଲ୍ଲମ୍‍ର ପ୍ରପୌତ୍ର ଯହସେରାର ପୌତ୍ର ଅଦୀୟେଲର ପୁତ୍ର ମାସୟ;


ସେ ମୀଖାୟେଲର ପୁତ୍ର, ସେ ବାସେୟର ପୁତ୍ର, ସେ ମଲ୍‍କୀୟର ପୁତ୍ର;


ଯିରିମୀୟ ଭବିଷ୍ୟଦ୍‍ବକ୍ତା ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ନିକଟରେ ସେହି ବାକ୍ୟ ପ୍ରଚାର କରି କହିଲେ;


ମାତ୍ର ସଦାପ୍ରଭୁ କହନ୍ତି, ସେଦିନରେ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା; ପୁଣି, ତୁମ୍ଭେ ଯେଉଁ ଲୋକମାନଙ୍କ ବିଷୟରେ ଭୟ କରୁଅଛ, ସେମାନଙ୍କ ହସ୍ତରେ ସମର୍ପିତ ହେବ ନାହିଁ।


Swiv nou:

Piblisite


Piblisite