ଯିରିମୀୟ 38:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ସଦାପ୍ରଭୁଙ୍କ ଗୃହର ତୃତୀୟ ପ୍ରବେଶ ସ୍ଥାନରେ ଆପଣା ନିକଟକୁ ଅଣାଇଲା। ଆଉ, ରାଜା ଯିରିମୀୟଙ୍କୁ କହିଲା, “ମୁଁ ତୁମ୍ଭକୁ ଗୋଟିଏ କଥା ପଚାରିବି; ତୁମ୍ଭେ ମୋʼ ଠାରୁ କିଛି ଗୋପନ କରିବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)14 ଏଥି ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ସଦାପ୍ରଭୁଙ୍କ ଗୃହର ତୃତୀୟ ପ୍ରବେଶ ସ୍ଥାନରେ ଆପଣା ନିକଟକୁ ଅଣାଇଲା। ଆଉ, ରାଜା ଯିରିମୀୟଙ୍କୁ କହିଲା, ମୁଁ ତୁମ୍ଭକୁ ଗୋଟିଏ କଥା ପଚାରିବି; ତୁମ୍ଭେ ମୋʼଠାରୁ କିଛି ଗୋପନ କରିବ ନାହିଁ। Gade chapit laଓଡିଆ ବାଇବେଲ14 ଏଥିଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ସଦାପ୍ରଭୁଙ୍କ ଗୃହର ତୃତୀୟ ପ୍ରବେଶ ସ୍ଥାନରେ ଆପଣା ନିକଟକୁ ଅଣାଇଲା। ଆଉ, ରାଜା ଯିରିମୀୟଙ୍କୁ କହିଲା, “ମୁଁ ତୁମ୍ଭକୁ ଗୋଟିଏ କଥା ପଚାରିବି; ତୁମ୍ଭେ ମୋ’ଠାରୁ କିଛି ଗୋପନ କରିବ ନାହିଁ।” Gade chapit laପବିତ୍ର ବାଇବଲ14 ତତ୍ପରେ ସିଦିକିୟ ରାଜା ଲୋକ ପଠାଇ ଭବିଷ୍ୟଦ୍ବକ୍ତା ଯିରିମିୟଙ୍କୁ ଅଣାଇଲେ। ସେ ସଦାପ୍ରଭୁଙ୍କ ମନ୍ଦିରର ତୃତୀୟ ପ୍ରବେଶ ଦ୍ୱାର ଦେଇ ରାଜାଙ୍କ ନିକଟକୁ ଆସିଲେ। ଆଉ ରାଜା ଯିରିମିୟଙ୍କୁ କହିଲେ, “ମୁଁ ତୁମ୍ଭକୁ କିଛି ପ୍ରଶ୍ନ ପଗ୍ଭରିବି, ତୁମ୍ଭେ କୌଣସି କଥା ଗୋପନ ନ ରଖି ସତ ସତ କହିବ।” Gade chapit la |
ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’