ଯିରିମୀୟ 38:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତେବେ ଯିରିମୀୟ ସିଦିକୀୟକୁ କହିଲେ, “ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ କି ମୋତେ ନିଶ୍ଚୟ ବଧ କରିବେ ନାହିଁ? ଆଉ, ମୁଁ ଯଦି ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋʼ କଥା ଶୁଣିବେ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)15 ତେବେ ଯିରିମୀୟ ସିଦିକୀୟକୁ କହିଲେ, ମୁଁ ଯେବେ ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ କି ମୋତେ ନିଶ୍ଚୟ ବଧ କରିବେ ନାହିଁ? ଆଉ, ମୁଁ ଯେବେ ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋʼ କଥା ଶୁଣିବେ ନାହିଁ। Gade chapit laଓଡିଆ ବାଇବେଲ15 ତେବେ ଯିରିମୀୟ ସିଦିକୀୟକୁ କହିଲେ, “ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ କି ମୋତେ ନିଶ୍ଚୟ ବଧ କରିବେ ନାହିଁ ? ଆଉ, ମୁଁ ଯଦି ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋ’ କଥା ଶୁଣିବେ ନାହିଁ।” Gade chapit laପବିତ୍ର ବାଇବଲ15 ତହୁଁ ଯିରିମିୟ ସିଦିକିୟଙ୍କୁ କହିଲେ, “ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ ମୋତେ ନିଶ୍ଚୟ ବଧ କରିବେ। ଆଉ ମୁଁ ଯେବେ ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋ’ କଥା ଶୁଣିବେ ନାହିଁ।” Gade chapit la |