ଯିରିମୀୟ 38:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମାତ୍ର ଯିରିମୀୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ବିନୟ କରୁଅଛି, ମୋʼ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ; ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ। Gade chapit laପବିତ୍ର ବାଇବଲ (Re-edited) - (BSI)20 ମାତ୍ର ଯିରିମୀୟ କହିଲେ, ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ବିନୟ କରୁଅଛି, ମୋʼ ଦ୍ଵାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ: ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ। Gade chapit laଓଡିଆ ବାଇବେଲ20 ମାତ୍ର ଯିରିମୀୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ବିନୟ କରୁଅଛି, ମୋ’ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ; ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ। Gade chapit laପବିତ୍ର ବାଇବଲ20 କିନ୍ତୁ ଯିରିମିୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ମୁଁ ବିନୟ କରୁଛି, ମୋ’ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ। ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ରହିବ। Gade chapit la |
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”