ଯିରିମୀୟ 38:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେମାନେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ‘ତୁମ୍ଭର ସୁହୃଦମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’ Gade chapit laପବିତ୍ର ବାଇବଲ (Re-edited) - (BSI)22 ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ତୁମ୍ଭର ସୁହୃଦ୍ମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି। Gade chapit laଓଡିଆ ବାଇବେଲ22 ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେମାନେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ‘ତୁମ୍ଭର ସୁହୃଦ୍ମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’ Gade chapit laପବିତ୍ର ବାଇବଲ22 ଦେଖନ୍ତୁ, ଯିହୁଦାର ରାଜଗୃହରେ ଯେତେ ସ୍ତ୍ରୀଲୋକ ଅବଶିଷ୍ଟ ଅଛନ୍ତି, ସେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ଏହି ସ୍ତ୍ରୀମାନେ କହିବେ, ‘ତୁମ୍ଭର ବନ୍ଧୁମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି, ଆଉ ଏବେ ତୁମ୍ଭର ପାଦ ପଙ୍କରେ ନିମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’ Gade chapit la |
ଏଥିଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଅହୀକାମ୍ର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ-ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା।