Biblia Todo Logo
Bib sou entènèt

- Piblisite -




ଯିରିମୀୟ 38:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏବଦ୍‍-ମେଲକ ରାଜଗୃହରୁ ବାହାରି ରାଜାକୁ କହିଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏବଦ୍-ମେଲକ୍ ରାଜା ଗୃହରୁ ବାହାରି ରାଜାକୁ କହିଲା,

Gade chapit la Kopi

ଓଡିଆ ବାଇବେଲ

8 ଏବଦ୍‍-ମେଲକ ରାଜଗୃହରୁ ବାହାରି ରାଜାକୁ କହିଲା,

Gade chapit la Kopi

ପବିତ୍ର ବାଇବଲ

8-9 ଏବଦ୍-ମେଲକ ରାଜଗୃହରୁ ବାହାରି ରାଜାଙ୍କୁ କହିଲା, “ହେ ଆମ୍ଭର ମହାରାଜ! ଏହି ଲୋକମାନେ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପ୍ରତି ନିତାନ୍ତ ମନ୍ଦ ବ୍ୟବହାର କରିଅଛନ୍ତି। ସେମାନେ ତାହାଙ୍କୁ କୂପରେ ପକାଇ ଅଛନ୍ତି। ସେ ଯେଉଁଠାରେ ଅଛନ୍ତି ଦୁର୍ଭିକ୍ଷ ସକାଶୁ ସେଠାରେ ମଲାପରି ଅଛନ୍ତି। କାରଣ ନଗରରେ ଆଉ ରୋଟୀ ନାହିଁ।”

Gade chapit la Kopi




ଯିରିମୀୟ 38:8
4 Referans Kwoze  

ଏଥିମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି, ରାଜଗୃହସ୍ଥିତ ଏବଦ୍‍-ମେଲକ ନାମକ ଜଣେ କୂଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ୍ ଦ୍ୱାରରେ ଉପବିଷ୍ଟ ଥିଲା।


“ହେ ଆମ୍ଭର ପ୍ରଭୁ ମହାରାଜ, ଏହି ଲୋକମାନେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ପ୍ରତି ନିତାନ୍ତ ମନ୍ଦ ବ୍ୟବହାର କରିଅଛନ୍ତି, ସେମାନେ ତାଙ୍କୁ କୂପରେ ପକାଇଅଛନ୍ତି; ସେ ଯେଉଁଠାରେ ଅଛନ୍ତି, ଦୁର୍ଭିକ୍ଷ ସକାଶୁ ସେଠାରେ ସେ ମଲା ପରି ଅଛନ୍ତି, କାରଣ ନଗରରେ ଆଉ ରୁଟି ନାହିଁ।”


ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, “ତୁମ୍ଭେ କାହିଁକି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଏହା କହୁଅଛ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ;


ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।


Swiv nou:

Piblisite


Piblisite