Biblia Todo Logo
Bib sou entènèt

- Piblisite -




ଯିରିମୀୟ 39:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ସମୟରେ, ତାହାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଯିରିମୀୟ ପ୍ରହରୀ-ପ୍ରାଙ୍ଗଣରେ ବନ୍ଦ ଥିବା ସମୟରେ, ତାହାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।

Gade chapit la Kopi

ଓଡିଆ ବାଇବେଲ

15 ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ସମୟରେ, ତାହାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ

15 ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ବନ୍ଦୀଥିବା ସମୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା।

Gade chapit la Kopi




ଯିରିମୀୟ 39:15
8 Referans Kwoze  

ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଈଶ୍ବରଙ୍କ ବାକ୍ୟ ଆବଦ୍ଧ ନୁହେଁ।


ସେମାନେ ଲୋକ ପଠାଇ ପ୍ରହରୀ ପ୍ରାଙ୍ଗଣରୁ ଯିରିମୀୟଙ୍କୁ ଆଣିଲେ, ପୁଣି ଗୃହକୁ ନେଇଯିବା ନିମନ୍ତେ ତାଙ୍କୁ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।


ତହିଁରେ ସିଦିକୀୟ ରାଜା ଆଜ୍ଞା କରନ୍ତେ, ଲୋକମାନେ ଯିରିମୀୟଙ୍କୁ ପ୍ରହରୀ ପ୍ରାଙ୍ଗଣରେ ରଖିଲେ, ପୁଣି ନଗରରେ ସବୁ ରୁଟି ଶେଷ ନ ହେବା ପର୍ଯ୍ୟନ୍ତ ରୁଟିବାଲାମାନଙ୍କର ପଲ୍ଲୀରୁ ଗୋଟିଏ ଲେଖାଏଁ ରୁଟି ପ୍ରତିଦିନ ତାଙ୍କୁ ଦେଲେ। ଏହି ପ୍ରକାରେ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।


ତହିଁରେ ଯିରିମୀୟ ସେପରି କଲେ। ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମୀୟଙ୍କୁ କୂପରୁ ବାହାର କରି ଆଣିଲେ। ପୁଣି, ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।


ତହିଁରେ ଯିରୂଶାଲମର ପରାଜୟ ଦିନ ପର୍ଯ୍ୟନ୍ତ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।


ପୁଣି, ଅଧିପତିମାନେ ଯିରିମୀୟଙ୍କ ପ୍ରତି କ୍ରୁଦ୍ଧ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ ଲେଖକର ଗୃହସ୍ଥିତ କାରାଗାରରେ ରଖିଲେ; କାରଣ ସେମାନେ ସେସ୍ଥାନକୁ କାରାଗାର କରିଥିଲେ।


Swiv nou:

Piblisite


Piblisite