ଯିରିମୀୟ 39:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ଡାଜ୍ଞା ଦେଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ-ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ତାଜ୍ଞା ଦେଲା। Gade chapit laଓଡିଆ ବାଇବେଲ5 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ଡାଜ୍ଞା ଦେଲା। Gade chapit laପବିତ୍ର ବାଇବଲ5 ମାତ୍ର କଲ୍ଦୀୟମାନଙ୍କର ସୈନ୍ୟ ସେମାନଙ୍କ ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକିୟ ନିକଟରେ ପହଞ୍ଚିଲେ। ସେମାନଙ୍କୁ ଧରି ହମାତ୍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ଆଣିଲେ, ତହୁଁ ସେ ତାହାର ଦଣ୍ଡ ବ୍ୟବସ୍ଥା କଲେ। Gade chapit la |
ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’