ଯିରିମୀୟ 39:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଳରେ ବଦ୍ଧ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଲରେ ବଦ୍ଧ କଲା। Gade chapit laଓଡିଆ ବାଇବେଲ7 ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଳରେ ବଦ୍ଧ କଲା। Gade chapit laପବିତ୍ର ବାଇବଲ7 ପୁଣି ସେ ସିଦିକିୟର ଚକ୍ଷୁ ଉପାଡ଼ି ତାକୁ ବାବିଲକୁ ନେବାକୁ ପିତ୍ତଳ ଶୃଙ୍ଖଳରେ ବାନ୍ଧିଲେ। Gade chapit la |
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।