ଯିରିମୀୟ 4:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ।” Gade chapit laପବିତ୍ର ବାଇବଲ (Re-edited) - (BSI)18 ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ। Gade chapit laଓଡିଆ ବାଇବେଲ18 ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ।” Gade chapit laପବିତ୍ର ବାଇବଲ18 “ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟାସବୁ ତୁମ୍ଭ ପ୍ରତି ଦୁଃଖ ଘଟାଇଅଛି। ସେହି ମନ୍ଦ କ୍ରିୟା ତୁମ୍ଭର ଜୀବନକୁ ଦୁଃସହ କରିଛି। ଏହା ଅତ୍ୟନ୍ତ ତିକ୍ତ ଓ ମର୍ମଭେଦକ।” Gade chapit la |
ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କʼଣ ତାହାଙ୍କୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷାନ୍ତ ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।”