Biblia Todo Logo
Bib sou entènèt

- Piblisite -




ଯିରିମୀୟ 40:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମାତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ କାରେହର ପୁତ୍ର ଯୋହାନନ୍‍କୁ କହିଲା, “ତୁମ୍ଭେ ଏ କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭେ ଇଶ୍ମାୟେଲ ବିଷୟରେ ମିଥ୍ୟା କଥା କହୁଅଛ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ମାତ୍ର ଅହୀକାମର ପୁତ୍ର ଗଦଲୀୟ କାରେହର ପୁତ୍ର ଯୋହାନନ୍କୁ କହିଲା, ତୁମ୍ଭେ ଏ କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭେ ଇଶ୍ମାୟେଲ ବିଷୟରେ ମିଥ୍ୟା କଥା କହୁଅଛ।

Gade chapit la Kopi

ଓଡିଆ ବାଇବେଲ

16 ମାତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ କାରେହର ପୁତ୍ର ଯୋହାନନ୍‍କୁ କହିଲା, “ତୁମ୍ଭେ ଏ କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭେ ଇଶ୍ମାୟେଲ ବିଷୟରେ ମିଥ୍ୟା କଥା କହୁଅଛ।”

Gade chapit la Kopi

ପବିତ୍ର ବାଇବଲ

16 କିନ୍ତୁ ଅହୀକାମର ପୁତ୍ର ଗଦଲିୟ କାରେହର ପୁତ୍ର ଯୋହାନ‌ନ୍‌କୁ କହିଲେ, “ତୁମ୍ଭେ ଇ‌ଶ୍‌ମାୟେଲକୁ ବଧ କର ନାହିଁ। କାରଣ ତୁମ୍ଭେ ତାଙ୍କ ବିଷୟରେ ଯାହା କହୁଅଛ ତାହା ସତ୍ୟ ନୁହେଁ।”

Gade chapit la Kopi




ଯିରିମୀୟ 40:16
4 Referans Kwoze  

ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା? ଏମାନଙ୍କର ଦଣ୍ଡ ଯଥାର୍ଥ।


ସେତେବେଳେ ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ସେହି ଦଶ ଲୋକ ଉଠି ବାବିଲ ରାଜା ଦ୍ୱାରା ଦେଶର ଶାସନକର୍ତ୍ତା ପଦରେ ନିଯୁକ୍ତ, ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ଖଡ୍ଗାଘାତରେ ବଧ କଲେ।


ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,


Swiv nou:

Piblisite


Piblisite