Biblia Todo Logo
Bib sou entènèt

- Piblisite -




ଯିରିମୀୟ 41:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍‍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଅହୀକାମ୍‍‍ର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ-ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏଥି ଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ଅହୀକାମର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇ ଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ-ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା।

Gade chapit la Kopi

ଓଡିଆ ବାଇବେଲ

10 ଏଥିଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍‍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଅହୀକାମ୍‍‍ର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇ ଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା।

Gade chapit la Kopi

ପବିତ୍ର ବାଇବଲ

10 ଏହା ପରେ ଇ‌ଶ୍‌ମାୟେଲ, ମି‌‌ସ୍‌‌ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ ଅର୍ଥାତ୍ ସମସ୍ତ ରାଜକନ୍ୟାଗଣଙ୍କୁ ଓ ମି‌‌ସ୍‌‌ପାରେ ଅବଶିଷ୍ଟ ଥିବା ଯେଉଁସବୁ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଅହୀକାମର ପୁତ୍ର ଗଦଲିୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀକରି ନେଇଗଲା। ସେ ସେମାନଙ୍କୁ ବନ୍ଦୀକରି ଅମ୍ମୋନ ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା।

Gade chapit la Kopi




ଯିରିମୀୟ 41:10
13 Referans Kwoze  

ଆଉ ତାହାକୁ କହିଲେ, “ଅମ୍ମୋନ-ସନ୍ତାନଗଣର ରାଜା ବାଲୀସ ଆପଣଙ୍କ ପ୍ରାଣ ନେବା ପାଇଁ ନଥନୀୟର ପୁତ୍ର ଇଶ୍ମାୟେଲକୁ ପଠାଇଅଛି ବୋଲି କି ଆପଣ ଜାଣନ୍ତି?” ମାତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ସେମାନଙ୍କ କଥାରେ ବିଶ୍ୱାସ କଲା ନାହିଁ।


ଏଥିଉତ୍ତାରେ ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ବାବିଲର ରାଜା ଦେଶର ଶାସନକର୍ତ୍ତା କରି ନିଯୁକ୍ତ କରିଅଛି ଓ ଯେଉଁମାନେ ବନ୍ଦୀ ହୋଇ ବାବିଲକୁ ନୀତ ହୋଇ ନାହାନ୍ତି, ଏପରି ସକଳ ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଓ ଦେଶସ୍ଥ ଦରିଦ୍ରମାନଙ୍କର ଭାର ତାହା ହସ୍ତରେ ସମର୍ପଣ କରିଅଛି ବୋଲି ପଦାରେ ସ୍ଥିତ ସେନାପତିଗଣ ଓ ସେମାନଙ୍କର ଲୋକମାନେ ଶୁଣିଲେ।


ମାତ୍ର ହୋରୋଣୀୟ ସନ୍‍ବଲ୍ଲଟ୍‍ ଓ ଅମ୍ମୋନୀୟ ଦାସ ଟୋବୀୟ ଓ ଆରବୀୟ ଗେଶମ୍‍ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ ଓ ତୁଚ୍ଛ କରି କହିଲେ, “ତୁମ୍ଭେମାନେ ଏ କି କାର୍ଯ୍ୟ କରୁଅଛ? ତୁମ୍ଭେମାନେ କି ରାଜଦ୍ରୋହ କରିବ?”


ମାତ୍ର ଇସ୍ରାଏଲ-ସନ୍ତାନଗଣର ମଙ୍ଗଳ ଚେଷ୍ଟା କରିବା ପାଇଁ ଜଣେ ଲୋକ ଆସିଅଛି ବୋଲି ଶୁଣି ହୋରୋଣୀୟ ସନ୍‍ବଲ୍ଲଟ୍‍ ଓ ଅମ୍ମୋନୀୟ ଦାସ ଟୋବୀୟ ଅତିଶୟ ଅସନ୍ତୁଷ୍ଟ ହେଲେ।


ପୁଣି, ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା।


ସଦାପ୍ରଭୁ ଏହି କଥା କହନ୍ତି, “ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ହେବ ନାହିଁ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ୱ କରି ସମୃଦ୍ଧି ହେବ ନାହିଁ।”


ପୁଣି, ଲୋକମାନେ ଆପଣଙ୍କ ଭାର୍ଯ୍ୟା ଓ ସନ୍ତାନ ସମସ୍ତଙ୍କୁ ବାହାର କରି କଲ୍‍ଦୀୟମାନଙ୍କ ନିକଟକୁ ଆଣିବେ; ଆଉ, ଆପଣ ସେମାନଙ୍କ ହସ୍ତରୁ ରକ୍ଷା ପାଇବେ ନାହିଁ, ମାତ୍ର ବାବିଲ ରାଜାର ହସ୍ତରେ ଧରାଯିବେ ଓ ଆପଣ ଏହି ନଗରକୁ ଅଗ୍ନିରେ ଦଗ୍ଧ କରାଇବେ।”


Swiv nou:

Piblisite


Piblisite