ଯିରିମୀୟ 42:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଦୟା ପ୍ରଦାନ କରିବା, ତହିଁରେ ସେ ତୁମ୍ଭମାନଙ୍କ ପ୍ରତି ଦୟା ବହି ତୁମ୍ଭମାନଙ୍କ ଦେଶକୁ ତୁମ୍ଭମାନଙ୍କୁ ପ୍ରତ୍ୟାଗମନ କରାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଦୟା ପ୍ରଦାନ କରିବା, ତହିଁରେ ସେ ତୁମ୍ଭମାନଙ୍କ ପ୍ରତି ଦୟା ବହି ତୁମ୍ଭମାନଙ୍କ ଦେଶକୁ ତୁମ୍ଭମାନଙ୍କୁ ପ୍ରତ୍ୟାଗମନ କରାଇବ। Gade chapit laଓଡିଆ ବାଇବେଲ12 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଦୟା ପ୍ରଦାନ କରିବା, ତହିଁରେ ସେ ତୁମ୍ଭମାନଙ୍କ ପ୍ରତି ଦୟା ବହି ତୁମ୍ଭମାନଙ୍କ ଦେଶକୁ ତୁମ୍ଭମାନଙ୍କୁ ପ୍ରତ୍ୟାଗମନ କରାଇବ।’ Gade chapit laପବିତ୍ର ବାଇବଲ12 ପୁଣି ଆମ୍ଭେ ତୁମ୍ଭମାନଙ୍କୁ ଦୟା ପ୍ରଦାନ କରିବା। ସେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଦୟା ଦେଖାଇ ତୁମ୍ଭମାନଙ୍କୁ ଏହି ଦେଶକୁ ଫେରାଇ ଆଣିବେ।’ Gade chapit la |
ହେ ପ୍ରଭୋ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।