Biblia Todo Logo
Bib sou entènèt

- Piblisite -




ଯିରିମୀୟ 42:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏହେତୁ ଏବେ ନିଶ୍ଚୟ ଜାଣ ଯେ, ଯେଉଁ ସ୍ଥାନରେ ପ୍ରବାସ କରିବା ନିମନ୍ତେ ତୁମ୍ଭେମାନେ ଯିବା ପାଇଁ ବାଞ୍ଛା କରୁଅଛ, ସେ ସ୍ଥାନରେ ତୁମ୍ଭେମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଏହେତୁ ଏବେ ନିଶ୍ଚୟ ଜାଣ ଯେ, ଯେଉଁ ସ୍ଥାନରେ ପ୍ରବାସ କରିବା ନିମନ୍ତେ ତୁମ୍ଭେମାନେ ଯିବା ପାଇଁ ବାଞ୍ଛା କରୁଅଛ, ସେ ସ୍ଥାନରେ ତୁମ୍ଭେମାନେ ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ।

Gade chapit la Kopi

ଓଡିଆ ବାଇବେଲ

22 ଏହେତୁ ଏବେ ନିଶ୍ଚୟ ଜାଣ ଯେ, ଯେଉଁ ସ୍ଥାନରେ ପ୍ରବାସ କରିବା ନିମନ୍ତେ ତୁମ୍ଭେମାନେ ଯିବା ପାଇଁ ବାଞ୍ଛା କରୁଅଛ, ସେ ସ୍ଥାନରେ ତୁମ୍ଭେମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ।”

Gade chapit la Kopi

ପବିତ୍ର ବାଇବଲ

22 ଏଣୁ ଏବେ ନିଶ୍ଚୟ ଜାଣ, ଯେଉଁ ସ୍ଥାନରେ ପ୍ରବାସ କରିବା ନିମନ୍ତେ ତୁମ୍ଭେମାନେ ଇଚ୍ଛା କରୁଛ, ସେହି ମିଶରକୁ ଯାଅ। କିନ୍ତୁ ଏହା ନିଶ୍ଚୟ ତୁମ୍ଭମାନଙ୍କ ପ୍ରତି ଘଟିବ। ତୁମ୍ଭେମାନେ ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ।”

Gade chapit la Kopi




ଯିରିମୀୟ 42:22
10 Referans Kwoze  

ଯେଉଁମାନେ ମିସରକୁ ଯାଇ ସେଠାରେ ପ୍ରବାସ କରିବା ପାଇଁ ଉତ୍ସୁକ ହୁଅନ୍ତି, ସେସମସ୍ତ ଲୋକଙ୍କ ପ୍ରତି ଏହି ପ୍ରକାର ଘଟିବ; ସେମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବେ; ପୁଣି, ଆମ୍ଭେ ସେମାନଙ୍କ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁରୁ ସେମାନଙ୍କ ମଧ୍ୟରେ କେହି ଉତ୍ତୀର୍ଣ୍ଣ ଅବା ରକ୍ଷାପ୍ରାପ୍ତ ହେବେ ନାହିଁ।


କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି, ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ଫିସ (ମିସରର ରାଜଧାନୀ) ସେମାନଙ୍କୁ କବର ଦେବ। ସେମାନଙ୍କର ରୂପାର ମନୋହର ପଦାର୍ଥସବୁ ବିଛୁଆତି ଗଛର ଅଧିକାର ହେବ; ସେମାନଙ୍କ ତମ୍ବୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ କରାଘାତ, ପଦାଘାତ କର ଓ ଇସ୍ରାଏଲ ବଂଶର ସକଳ ଘୃଣାଯୋଗ୍ୟ ଦୁଷ୍କ୍ରିୟା ସକାଶୁ କୁହ, ହାୟ ହାୟ! କାରଣ ସେମାନେ ଖଡ୍ଗରେ, ଦୁର୍ଭିକ୍ଷରେ ଓ ମହାମାରୀରେ ପତିତ ହେବେ।


ପୁଣି, ସେ ଆସି ମିସର ଦେଶକୁ ଆଘାତ କରି ମୃତ୍ୟୁୁଯୋଗ୍ୟ ଲୋକଙ୍କୁ ମୃତ୍ୟୁୁରେ, ବନ୍ଦୀତ୍ୱର ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ୱରେ ଓ ଖଡ୍ଗଯୋଗ୍ୟ ଲୋକଙ୍କୁ ଖଡ୍ଗରେ ସମର୍ପଣ କରିବ।


ଏହେତୁ ଫାରୋର ବଳ ତୁମ୍ଭମାନଙ୍କର ଲଜ୍ଜାଜନକ ହେବ ଓ ମିସରର ଛାୟାରେ ଆଶ୍ରୟ ନେବା ତୁମ୍ଭମାନଙ୍କର ଅପମାନଜନକ ହେବ।


ପୁଣି, ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିସର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଉତ୍ସୁକ ଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା ଓ ସେସମସ୍ତେ ଲୁପ୍ତ ହେବେ; ମିସର ଦେଶରେ ସେମାନେ ପତିତ ହେବେ; ଖଡ୍ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ। କ୍ଷୁଦ୍ର ଓ ମହାନ ଖଡ୍ଗ ଓ ଦୁର୍ଭିକ୍ଷରେ ମରିବେ; ଆଉ, ସେମାନେ ଅଭିଶାପ, ବିସ୍ମୟ ଓ ନିନ୍ଦାର ପାତ୍ର ହେବେ।


ଏହି ପ୍ରକାରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଜୀବିତ ଥିବା ପ୍ରମାଣେ ଉତ୍ସନ୍ନ ସ୍ଥାନ ସକଳରେ ଥିବା ଲୋକମାନେ ନିଶ୍ଚୟ ଖଡ୍ଗ ଦ୍ୱାରା ପତିତ ହେବେ ଓ ଯେଉଁ ଜନ ପଡ଼ିଆରେ ଅଛି, ଆମ୍ଭେ ତାହାକୁ ଭକ୍ଷ୍ୟ ରୂପେ ପଶୁମାନଙ୍କୁ ଦେବା, ଆଉ ଯେଉଁମାନେ ଦୃଢ଼ ଦୁର୍ଗରେ ଓ ଗୁହାରେ ଥାʼନ୍ତି, ସେମାନେ ମହାମାରୀରେ ମରିବେ।


ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା।”


ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ୍ଗ ଦ୍ୱାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା।


Swiv nou:

Piblisite


Piblisite