ଯିରିମୀୟ 44:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)17 ମାତ୍ର ଆମ୍ଭମାନଙ୍କ ମୁଖରୁ ଯେପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶ-ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ। Gade chapit laଓଡିଆ ବାଇବେଲ17 ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ। Gade chapit laପବିତ୍ର ବାଇବଲ17 ଆମ୍ଭେ ନିଶ୍ଚିତ କରିବୁ ଯେହେତୁ ଆମ୍ଭେ ପ୍ରତିଜ୍ଞା କରିବୁ। ଅର୍ଥାତ୍ ଯିହୁଦାର ନଗର ସମୂହରେ ଓ ଯିରୁଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ରାଜଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ଆମ୍ଭେମାନେ ପେୟନୈବେଦ୍ୟ ଉତ୍ସର୍ଗ କରିବୁ। କାରଣ ସେ ସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇଲୁ ଏବଂ ସୁଖରେ ଥିଲୁ। କୌଣସି ଅମଙ୍ଗଳ ଆମ୍ଭ ପ୍ରତି ଘଟି ନ ଥିଲା। Gade chapit la |
ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଓ ପେୟ-ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ, ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ୱାରା ତାହା ସମ୍ପନ୍ନ କରିଅଛ। ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର।