ଯିରିମୀୟ 45:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ, କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।” Gade chapit laପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ; କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟ ଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା। Gade chapit laଓଡିଆ ବାଇବେଲ5 ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ ? ତାହା ଚେଷ୍ଟା କର ନାହିଁ,’ କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟ ଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।’” Gade chapit laପବିତ୍ର ବାଇବଲ5 ହେ ବାରୂକ, ତୁମ୍ଭେ ନିଜ ପାଇଁ ମହାନ ବିଷୟ ଖୋଜୁଅଛ। କିନ୍ତୁ ତାହା ଚେଷ୍ଟା କର ନାହିଁ।’ କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା। ମାତ୍ର ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ ଆମ୍ଭେ ସେସବୁ ସ୍ଥାନରେ ତୁମ୍ଭର ପ୍ରାଣ ରକ୍ଷା କରିବା।”’ Gade chapit la |
ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।