Biblia Todo Logo
Bib sou entènèt

- Piblisite -




ଯିରିମୀୟ 46:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଗୋ ମିସରର ଅନୁଢ଼ା କନ୍ୟେ, ତୁମ୍ଭେ ଗିଲୀୟଦକୁ ଉଠିଯାଇ ଔଷଧ ନିଅ। ତୁମ୍ଭେ ବ୍ୟର୍ଥରେ ଅନେକ ଔଷଧ ବ୍ୟବହାର କରୁଅଛ; ତୁମ୍ଭ ପାଇଁ ଆରୋଗ୍ୟ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଗୋ ମିସରର ଅନୁଢ଼ା କନ୍ୟେ, ତୁମ୍ଭେ ଗିଲୀୟଦକୁ ଉଠି ଯାଇ ଔଷଧ ନିଅ। ତୁମ୍ଭେ ବ୍ୟର୍ଥରେ ଅନେକ ଔଷଧ ବ୍ୟବହାର କରୁଅଛ; ତୁମ୍ଭ ପାଇଁ ଆରୋଗ୍ୟ ନାହିଁ।

Gade chapit la Kopi

ଓଡିଆ ବାଇବେଲ

11 ଗୋ ମିସରର ଅନୁଢ଼ା କନ୍ୟେ, ତୁମ୍ଭେ ଗିଲୀୟଦକୁ ଉଠି ଯାଇ ଔଷଧ ନିଅ। ତୁମ୍ଭେ ବ୍ୟର୍ଥରେ ଅନେକ ଔଷଧ ବ୍ୟବହାର କରୁଅଛ; ତୁମ୍ଭ ପାଇଁ ଆରୋଗ୍ୟ ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 “ହେ ମିଶରର ଅନୂଢ଼ା କନ୍ୟା, ତୁମ୍ଭେ ଗିଲିୟଦଠାରୁ ଔଷଧ ନିଅ। ମାତ୍ର ତୁମ୍ଭେ ଯାହା ଔଷଧ ନେଲେ ମଧ୍ୟ ତାହା ବ୍ୟର୍ଥ ହେବ, ତୁମ୍ଭେ ଆରୋଗ୍ୟ ହେବ ନାହିଁ।

Gade chapit la Kopi




ଯିରିମୀୟ 46:11
15 Referans Kwoze  

ଗିଲୀୟଦରେ କʼଣ ଔଷଧ ନାହିଁ? ସେଠାରେ କʼଣ ବୈଦ୍ୟ ନାହାନ୍ତି? ତେବେ ମୋʼ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ୱାସ୍ଥ୍ୟଲାଭ କରୁ ନାହିଁ?


କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି।


ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍‍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନ ହେବ।


ତୁମ୍ଭ ଆଘାତର ଉପଶମ ନାହିଁ; ତୁମ୍ଭର କ୍ଷତ ବ୍ୟଥାଜନକ; ଯେଉଁମାନେ ତୁମ୍ଭ ବିଷୟକ ସମ୍ବାଦ ଶୁଣନ୍ତି, ସେମାନେ ସମସ୍ତେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; କାରଣ ତୁମ୍ଭର ଦୁଷ୍ଟତା କାହା ଉପରେ ଅବିରତ ବର୍ତ୍ତି ନାହିଁ?


ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ, ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।


ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସିପାରିବ ନାହିଁ।


ଯିହୁଦା ଓ ଇସ୍ରାଏଲ ଦେଶ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମିନ୍ନୀତର ଗହମ ଓ ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍ଗୁଳ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।


ବାବିଲ ଅକସ୍ମାତ୍‍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଔଷଧ ନିଅ, କେଜାଣି ସେ ସୁସ୍ଥ ହୋଇ ପାରିବ।


ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, “ଯଦି ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍‍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିଙ୍କୁ ଭେଟି ଦିଅ।


ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି।


ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।


ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥ ଚିହ୍ନ ରଖ ଓ ପଥପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର; ତୁମ୍ଭେ ଯେଉଁ ପଥରେ ଗମନ କରିଥିଲ, ସେହି ରାଜପଥରେ ମନୋନିବେଶ କର; ହେ ଇସ୍ରାଏଲ କୁମାରୀ, ଫେରି ଆସ, ତୁମ୍ଭର ଏହିସବୁ ନଗରକୁ ଫେରି ଆସ।


Swiv nou:

Piblisite


Piblisite