ଯିରିମୀୟ 46:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମିସର ବିଷୟ। ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା। Gade chapit laପବିତ୍ର ବାଇବଲ (Re-edited) - (BSI)2 ମିସର ବିଷୟ। ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିସରର ରାଜା ଫାରୋ-ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମ; ବିଷୟକ କଥା। Gade chapit laଓଡିଆ ବାଇବେଲ2 ମିସର ବିଷୟ। “ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା। Gade chapit laପବିତ୍ର ବାଇବଲ2 ମିଶର ଦେଶ ସମ୍ବନ୍ଧରେ ଏହି ବାର୍ତ୍ତା। ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିଶରର ରାଜା ଫାରୋ-ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟ ସାମନ୍ତ ବିଷୟକ କଥା। Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।