ଯିରିମୀୟ 46:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମିସର ଅତି ସୁନ୍ଦରୀ ତରୁଣୀ ଗାଭୀ; ମାତ୍ର ଉତ୍ତର ଦିଗରୁ ବିନାଶ ଆସିଅଛି, ତାହା ଆସିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)20 ମିସର ଅତି ସୁନ୍ଦରୀ ତରୁଣୀ ଗାଭୀ; ମାତ୍ର ଉତ୍ତର ଦିଗରୁ ବିନାଶ ଆସିଅଛି, ତାହା ଆସିଅଛି। Gade chapit laଓଡିଆ ବାଇବେଲ20 ମିସର ଅତି ସୁନ୍ଦରୀ ତରୁଣୀ ଗାଭୀ; ମାତ୍ର ଉତ୍ତର ଦିଗରୁ ବିନାଶ ଆସିଅଛି, ତାହା ଆସିଅଛି। Gade chapit laପବିତ୍ର ବାଇବଲ20 “ମିଶର ଗୋଟିଏ ସୁନ୍ଦରୀ ତରୁଣୀ ଗାଭୀପରି, ମାତ୍ର ଡାଆଁଶ ସଦୃଶ ଉତ୍ତର ଦିଗରୁ କଲ୍ଦୀୟମାନେ ତାକୁ ବିନାଶ କରିବାକୁ ଆସିବେ। Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।