ଯିରିମୀୟ 46:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହି ସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)28 ସଦାପ୍ରଭୁ କହନ୍ତି,ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ତିତ କରି ଛାଡ଼ିବା ନାହିଁ। Gade chapit laଓଡିଆ ବାଇବେଲ28 ସଦାପ୍ରଭୁ କହନ୍ତି, “ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହିସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।” Gade chapit laପବିତ୍ର ବାଇବଲ28 ସଦାପ୍ରଭୁ କହନ୍ତି, “ହେ ମୋର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ। କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ, ଯେଉଁମାନଙ୍କରୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ଆମ୍ଭେ ସେମାନଙ୍କୁ ସଂହାର କରିବା। ମାତ୍ର ଆମ୍ଭେ ତୁମ୍ଭକୁ ସଂହାର କରିବା ନାହିଁ। ଆମ୍ଭେ ତୁମ୍ଭକୁ ବିବେଚନା ପୂର୍ବକ ଶାସ୍ତି ଦେବା। ମାତ୍ର ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।” Gade chapit la |
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।