ଯିରିମୀୟ 46:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଦ୍ରୁତଗାମୀ ପଳାୟନ ନ କରୁ, କିଅବା ବୀର ରକ୍ଷା ନ ପାଉ; ଉତ୍ତର ଦିଗରେ ଫରାତ୍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)6 ଦ୍ରୁତଗାମୀ ପଳାୟନ ନ କରୁ, କିଅବା ବୀର ରକ୍ଷା ନ ପାଉ; ଉତ୍ତର ଦିଗରେ ଫରାତ୍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିଅଛନ୍ତି। Gade chapit laଓଡିଆ ବାଇବେଲ6 ଦ୍ରୁତଗାମୀ ପଳାୟନ ନ କରୁ, କିଅବା ବୀର ରକ୍ଷା ନ ପାଉ; ଉତ୍ତର ଦିଗରେ ଫରାତ୍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିଅଛନ୍ତି। Gade chapit laପବିତ୍ର ବାଇବଲ6 “ଦ୍ରୁତଗାମୀ ଲୋକ ପଳାୟନ କରି ପାରିବେ ନାହିଁ, କିଅବା ବୀର ପୁରୁଷଗଣ ରକ୍ଷା ପାଇପାରିବେ ନାହିଁ। ଉତ୍ତର ଦିଗରେ ଫରାତ୍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିବେ ଓ ସେମାନଙ୍କର ପତନ ହେବ। Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।