Biblia Todo Logo
Bib sou entènèt

- Piblisite -




ଯିରିମୀୟ 47:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିପରି କ୍ଷାନ୍ତ ହୋଇପାର? ସେ ଅସ୍କିଲୋନର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିରୂପେ କ୍ଷା; ହୋଇପାର? ସେ ଅସ୍କିଲୋନ୍ର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

7 ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିପରି କ୍ଷାନ୍ତ ହୋଇପାର ? ସେ ଅସ୍କିଲୋନର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

7 ମାତ୍ର ସଦାପ୍ରଭୁଙ୍କ ‌‌ଖ‌ଡ଼୍‌ଗ କିପରି କ୍ଷାନ୍ତ ହେବ? ସଦାପ୍ରଭୁ ତାଙ୍କୁ ଆଜ୍ଞା ଦେଇଅଛନ୍ତି। ସେ ଅସ୍କିଲୋନ୍ ବିରୁଦ୍ଧରେ ଓ ସମୁଦ୍ର ତୀର ବିରୁଦ୍ଧରେ ତାହାକୁ ନିଯୁକ୍ତ କରିଅଛନ୍ତି।”

Gade chapit la Kopi




ଯିରିମୀୟ 47:7
15 Referans Kwoze  

ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ଡ ଓ ତନ୍ନିରୂପଣକାରୀଙ୍କୁ ମାନ।


ଅଥବା ଆମ୍ଭେ ଯଦି ସେହି ଦେଶ ବିରୁଦ୍ଧରେ ଖଡ୍ଗ ଆଣୁ, ଆଉ ଆଜ୍ଞା କରୁ, ‘ହେ ଖଡ୍ଗ, ଦେଶ ମଧ୍ୟଦେଇ ଗମନ କର’ ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ,


ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।


ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ?


ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ କରେଥୀୟ ଲୋକମାନଙ୍କୁ ଉଚ୍ଛିନ୍ନ କରିବା ଓ ସମୁଦ୍ରତୀରସ୍ଥ ଅବଶିଷ୍ଟ ସକଳକୁ ନଷ୍ଟ କରିବା।


କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କʼଣ ତୁମ୍ଭେ ଶୁଣି ନାହଁ? ତୁମ୍ଭେ ଯେ ପ୍ରାଚୀର-ବେଷ୍ଟିତ ନଗରମାନ ବିନାଶ କରି ସେହି ସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ।


ଆମ୍ଭେ ଆପଣା ପବିତ୍ର ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍‍, ଆମ୍ଭର ଦର୍ପିତ ଉଲ୍ଲାସକାରୀଗଣଙ୍କୁ ଆହ୍ୱାନ କରିଅଛୁ।


ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।’”


“ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଅଭିଶପ୍ତ ହେଉ ଓ ଯେଉଁ ଜନ ରକ୍ତପାତ କରିବାକୁ ଆପଣା ଖଡ୍ଗ ଅଟକାଏ, ସେ ଅଭିଶପ୍ତ ହେଉ।


ତାକୁ ପୁନର୍ବାର ତାହାର କୋଷକୁ ଫେରାଇ ଆଣ। ତୁମ୍ଭେ ଯେଉଁ ସ୍ଥାନରେ ସୃଷ୍ଟ ହୋଇଥିଲ ଓ ଯେଉଁ ଦେଶରେ ତୁମ୍ଭେ ଜନ୍ମ ହୋଇଥିଲ, ସେଠାରେ ଆମ୍ଭେ ତୁମ୍ଭର ବିଚାର କରିବା।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି; କୁହ, ଖଡ୍ଗ, ଖଡ୍ଗ, ତାହା ଶାଣିତ ଓ ମଧ୍ୟ ମାର୍ଜିତ ହୋଇଅଛି;


ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ତୁମ୍ଭ ଦୁଇ ହସ୍ତ ଏକତ୍ର ମାର; ସେହି ଖଡ୍ଗ, ଆହତ ଲୋକମାନଙ୍କର ଖଡ୍ଗ ଦୁଇଗୁଣ, ତିନିଗୁଣ ହେଉ; ତାହା ଆହତ ମହତ ଲୋକର ଖଡ୍ଗ, ତାହା ସେମାନଙ୍କ ଭିତର କୋଠରିରେ ପ୍ରବେଶ କରେ।


Swiv nou:

Piblisite


Piblisite