ଯିରିମୀୟ 48:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳି ପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)12 ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳିପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି। Gade chapit laଓଡିଆ ବାଇବେଲ12 ଏହେତୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳି ପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି। Gade chapit laପବିତ୍ର ବାଇବଲ12 ଆଉ ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଲୋକ ପଠାଇ ତାକୁ ଢାଳି ପକାଇବା। ସେମାନେ ସେହି ପାତ୍ରକୁ ଢାଳି ଦେବେ ଓ ପାତ୍ରଗୁଡ଼ିକୁ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ। ଏପରି ସମୟ ଆସୁଅଛି।” Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।