Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆମ୍ଭେମାନେ ବୀର ଓ ଯୁଦ୍ଧ ପାଇଁ ବଳବାନ ଲୋକ,’ ଏହା ତୁମ୍ଭେମାନେ କିପରି କହୁଅଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆମ୍ଭେମାନେ ବୀର ଓ ଯୁଦ୍ଧ ପାଇଁ ବଳବାନ ଲୋକ, ଏହା ତୁମ୍ଭେମାନେ କିପରି କହୁଅଛ?

Gade chapit la Kopi

ଓଡିଆ ବାଇବେଲ

14 ‘ଆମ୍ଭେମାନେ ବୀର ଓ ଯୁଦ୍ଧ ପାଇଁ ବଳବାନ ଲୋକ,’ ଏହା ତୁମ୍ଭେମାନେ କିପରି କହୁଅଛ ?

Gade chapit la Kopi

ପବିତ୍ର ବାଇବଲ

14 “ତୁମ୍ଭେମାନେ କହିପାରିବ ନାହିଁ ‘ଆମ୍ଭେମାନେ ବୀର ଓ ଯୁଦ୍ଧରେ ସାହସୀ।’

Gade chapit la Kopi




ଯିରିମୀୟ 48:14
12 Referans Kwoze  

କୌଣସି ରାଜା ଅପାର ସୈନ୍ୟ ଦ୍ୱାରା ଉଦ୍ଧାର ପାଏ ନାହିଁ; କୌଣସି ବୀର ମହାଶକ୍ତି ଦ୍ୱାରା ଉଦ୍ଧାର ପାଏ ନାହିଁ।


ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ।


କାରଣ ସେ କହିଅଛି, “ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ୱାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି;


ସେମାନେ ଆପଣାମାନଙ୍କର ଅହଙ୍କାର ସକାଶୁ ଏହିରୂପ ପ୍ରତିଫଳ ପାଇବେ, କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଲୋକମାନଙ୍କୁ ଧିକ୍କାର କରି ସେମାନଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି।


ସଦାପ୍ରଭୁ ଏହି କଥା କହନ୍ତି, ମିସରର ସହାୟକାରୀମାନେ ପତିତ ହେବେ ଓ ତାହାର ପରାକ୍ରମର ଗର୍ବ ଖର୍ବ ହେବ; ମିଗ୍‍ଦୋଲଠାରୁ ସିବେନୀ ଦୁର୍ଗ ପର୍ଯ୍ୟନ୍ତ ଲୋକ ସମସ୍ତେ ତହିଁ ମଧ୍ୟରେ ଖଡ୍ଗ ଦ୍ୱାରା ପତିତ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଲାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।


ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;


ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି, ଏହି କଥା ତୁମ୍ଭେମାନେ କିପରି କହୁଅଛ? ମାତ୍ର, ଦେଖ, ଅଧ୍ୟାପକମାନଙ୍କର ମିଥ୍ୟା ଲେଖନୀ ମିଥ୍ୟା ଗଢ଼ିଅଛି।


ଆମ୍ଭେମାନେ ମୋୟାବର ଗର୍ବ ବିଷୟରେ ଶୁଣିଅଛୁ ଯେ, ସେ ଅତ୍ୟନ୍ତ ଗର୍ବୀ, ତାହାର ଅହଙ୍କାର ଓ ତାହାର ଗର୍ବ ଓ ତାହାର କୋପର କଥା ଶୁଣିଅଛୁ; ତାହାର ଦର୍ପ କିଛି ହିଁ ନୁହେଁ।


ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୁତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହପ୍ରାପ୍ତ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଆକସ୍ମିକ ଘଟଣା ଘଟେ।


ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋʼ ପ୍ରାଣକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”


Swiv nou:

Piblisite


Piblisite