ଯିରିମୀୟ 48:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଲାଇ ଯାଇଅଛନ୍ତି, ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ, ସେ ଏହି କଥା କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)15 ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଳାଇ ଯାଇଅଛନ୍ତି, ଆଉ ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ, ସେ ଏହି କଥା କହନ୍ତି। Gade chapit laଓଡିଆ ବାଇବେଲ15 ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଳାଇ ଯାଇଅଛନ୍ତି, ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ,” ସେ ଏହି କଥା କହନ୍ତି। Gade chapit laପବିତ୍ର ବାଇବଲ15 ଶତ୍ରୁସୈନ୍ୟ ମୋୟାବକୁ ଆକ୍ରମଣ କରି ତାହାକୁ ଧ୍ୱଂସ କରିବେ। ତାହା ବଳବାନ୍ ସୈନ୍ୟମାନଙ୍କୁ ବଧ୍ୟ ସ୍ଥାନରେ ବଧ କରିବ।” ଏହା ସୈନ୍ୟାଧିପତି ସଦାପ୍ରଭୁ ଏବଂ ରାଜା, ଏହି କଥା କହନ୍ତି। Gade chapit la |
“ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।