Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ତାହାର ପାଇଁ ବିଳାପ କର, ଆଉ କୁହ, ‘ଏହି ଦୃଢ଼ ଦଣ୍ଡ, ସୁନ୍ଦର ଯଷ୍ଟି କିପରି ଭଗ୍ନ ହୋଇଅଛି!’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ତାହାର ପାଇଁ ବିଳାପ କର, ଆଉ କୁହ, ଏହି ଦୃଢ଼ ଦଣ୍ତ, ସୁନ୍ଦର ଯଷ୍ଟି କିପରି ଭଗ୍ନ ହୋଇଅଛି !

Gade chapit la Kopi

ଓଡିଆ ବାଇବେଲ

17 ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ତାହାର ପାଇଁ ବିଳାପ କର, ଆଉ କୁହ, “ଏହି ଦୃଢ଼ ଦଣ୍ଡ, ସୁନ୍ଦର ଯଷ୍ଟି କିପରି ଭଗ୍ନ ହୋଇଅଛି!”

Gade chapit la Kopi

ପବିତ୍ର ବାଇବଲ

17 ମୋୟାବର ଚତୁର୍ଦ୍ଦିଗସ୍ଥ ଲୋକମାନେ ଓ ଯେଉଁମାନେ ତାହା ପ୍ରସିଦ୍ଧ ଦେଶ ବୋଲି ଜାଣିଥିଲେ, ତାହା ପାଇଁ ବିଳାପ କର। ଆଉ କୁହ, ‘ଏହି ଦୃଢ଼ ଦଣ୍ଡ ଓ ସୁନ୍ଦର ସୃଷ୍ଟି କିପରି ଭଗ୍ନ ହୋଇଅଛି।’

Gade chapit la Kopi




ଯିରିମୀୟ 48:17
12 Referans Kwoze  

କାରଣ ମିଦୀୟନର ଦିନରେ ଯେପରି, ସେହିପରି ତୁମ୍ଭେ ତାହାର ଭାର ସ୍ୱରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ଡ ଭାଙ୍ଗି ପକାଇଅଛ।


ସେ କିପରି ଭଗ୍ନ ହୋଇଅଛି! ଲୋକେ କିପରି ବିଳାପ କରୁଅଛନ୍ତି! ମୋୟାବ ଲଜ୍ଜାରେ କିପରି ପୃଷ୍ଠ ଫେରାଇଅଛି! ଏହିରୂପେ ମୋୟାବ ଆପଣା ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଭୟସ୍ଥାନ ହେବ।”


ଯେହେତୁ ହିଷ୍‍ବୋନ ସହରର କ୍ଷେତ୍ରସବୁ ଓ ସିବ୍‍ମା ନଗରର ଦ୍ରାକ୍ଷାଲତା ମ୍ଳାନ ହେଉଅଛି; ଗୋଷ୍ଠୀବର୍ଗର ଅଧ୍ୟକ୍ଷଗଣ ତହିଁର ମନୋନୀତ ଚାରାସବୁ ଭାଙ୍ଗି ପକାଇଅଛନ୍ତି; ସେହି ସବୁ ଯାସେର ନଗର ପର୍ଯ୍ୟନ୍ତ ଗଲେ, ପ୍ରାନ୍ତର ପର୍ଯ୍ୟନ୍ତ ଏଣେତେଣେ ଗଲେ; ତାହାର ଶାଖାସବୁ ଚାରିଆଡ଼େ ବିସ୍ତୃତ ହେଲା, ସେହି ସବୁ ସମୁଦ୍ର ପାର ହୋଇଗଲେ।


ହାୟ ଅଶୂର! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।


ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।


ସଦାପ୍ରଭୁ ସେହି ଦୁଷ୍ଟମାନଙ୍କର ଯଷ୍ଟି ଓ ଶାସନକର୍ତ୍ତାମାନଙ୍କ ରାଜଦଣ୍ଡ ଭାଙ୍ଗି ପକାଇଅଛନ୍ତି।


Swiv nou:

Piblisite


Piblisite