Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମୋୟାବ ଲଜ୍ଜିତ ହୋଇଅଛି; କାରଣ ତାହା ଭଗ୍ନ ହୋଇଅଛି; ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ମୋୟାବ ଉତ୍ସନ୍ନ ହୋଇଛି ବୋଲି ଅର୍ଣ୍ଣୋନରେ ପ୍ରଚାର କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ମୋୟାବ ଲଜ୍ଜିତ ହୋଇଅଛି; କାରଣ ତାହା ଭଗ୍ନ ହୋଇଅଛି; ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ମୋୟାବ ଉତ୍ସନ୍ନ ହୋଇଛି ବୋଲି ଅର୍ଣ୍ଣୋନରେ ପ୍ରଚାର କର।

Gade chapit la Kopi

ଓଡିଆ ବାଇବେଲ

20 ମୋୟାବ ଲଜ୍ଜିତ ହୋଇଅଛି; କାରଣ ତାହା ଭଗ୍ନ ହୋଇଅଛି; ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ମୋୟାବ ଉତ୍ସନ୍ନ ହୋଇଛି ବୋଲି ଅର୍ଣ୍ଣୋନରେ ପ୍ରଚାର କର।

Gade chapit la Kopi

ପବିତ୍ର ବାଇବଲ

20 “ମୋୟାବ ଧ୍ୱଂସପ୍ରାପ୍ତ ହୋଇ ଲଜ୍ଜିତ ହୋଇଅଛି। ତେଣୁ ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର। ମୋୟାବ ଧ୍ୱଂସ ହୋଇଅଛି ବୋଲି ଅର୍ଣ୍ଣୋନରେ ପ୍ରଗ୍ଭର କର।

Gade chapit la Kopi




ଯିରିମୀୟ 48:20
10 Referans Kwoze  

କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ ଭ୍ରମଣକାରୀ ପକ୍ଷୀ ପରି ଓ ପକ୍ଷୀର ଛିନ୍ନଭିନ୍ନ ବସା ପରି ହେବେ।


କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍‍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍‍ ପର୍ଯ୍ୟନ୍ତ ଯାଇଅଛି।


ଏଥିଉତ୍ତାରେ ସେ ପ୍ରାନ୍ତର ଦେଇ ଯାଇ ଇଦୋମ ଦେଶ ଓ ମୋୟାବ ଦେଶ ଘୁରି ମୋୟାବ ଦେଶର ପୂର୍ବଦିଗ ଦେଇ ଆସି ଅର୍ଣ୍ଣୋନର ସେପାରିରେ ଛାଉଣି ସ୍ଥାପନ କଲେ; ମାତ୍ର ସେମାନେ ମୋୟାବ-ସୀମା ଭିତରେ ପ୍ରବେଶ କଲେ ନାହିଁ, କାରଣ ଅର୍ଣ୍ଣୋନ ମୋୟାବର ସୀମା ଥିଲା।


ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ୍ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି,


ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରଠାରୁ ଗିଲୀୟଦ ପର୍ଯ୍ୟନ୍ତ ଏକ ନଗର ହିଁ ଆମ୍ଭମାନଙ୍କ ଶକ୍ତିର ଅତିରିକ୍ତ ନ ଥିଲା; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ସମଗ୍ର ସମର୍ପଣ କଲେ।


Swiv nou:

Piblisite


Piblisite