Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କରୀୟୋଥ୍‍ ଓ ବସ୍ରା ପ୍ରଭୃତି ନଗରମାନଙ୍କ ଉପରେ ବିଚାରଦଣ୍ଡ ଉପସ୍ଥିତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 କରୀୟୋଥ୍ ଓ ବସ୍ରା ପ୍ରଭୃତି ନଗରମାନଙ୍କ ଉପରେ ବିଚାରଦଣ୍ତ ଉପସ୍ଥିତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

24 କରୀୟୋଥ୍‍ ଓ ବସ୍ରା ପ୍ରଭୃତି ନଗରମାନଙ୍କ ଉପରେ ବିଚାରଦଣ୍ଡ ଉପସ୍ଥିତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

24 କିରିୟୋଥ୍ ଓ ବସ୍ରା ପ୍ରଭୃତି ନଗରମାନଙ୍କ ଉପରେ ବିଗ୍ଭର ଦଣ୍ଡ ଉପସ୍ଥିତ ହୋଇଅଛି।

Gade chapit la Kopi




ଯିରିମୀୟ 48:24
8 Referans Kwoze  

ମାତ୍ର ଆମ୍ଭେ ମୋୟାବର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା କରୀୟୋଥ୍‍ ନଗରର ଅଟ୍ଟାଳିକାସବୁ ଗ୍ରାସ କରିବ; ପୁଣି, ମୋୟାବ କୋଳାହଳ, ସିଂହନାଦ ଓ ତୂରୀଧ୍ୱନି ସହିତ ପ୍ରାଣତ୍ୟାଗ କରିବ;


କରୀୟୋଥ୍‍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍‍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।


ପୁଣି ରୁବେନ୍‍ ବଂଶରୁ ବେତ୍ସର ଓ ତହିଁ ତଳିଭୂମି, ଯହସ ଓ ତହିଁ ତଳିଭୂମି,


ଯଥା, ରୁବେନୀୟମାନଙ୍କ ନିମନ୍ତେ ପଦାଭୂମିସ୍ଥିତ ପ୍ରାନ୍ତରରେ ବେତ୍ସର; ପୁଣି ଗାଦୀୟମାନଙ୍କ ନିମନ୍ତେ ଗିଲୀୟଦରେ ରାମୋତ୍‍ ଆଉ ମନଃଶିୟମାନଙ୍କ ନିମନ୍ତେ ବାଶନରେ ଗୋଲନ୍‍।


ବେଲାର ମରଣ ଉତ୍ତାରେ, ତାହା ପଦରେ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍‍ ରାଜତ୍ୱ କଲା।


ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସ୍ରାରୁ ଏ ଯେ ଆସୁଅଛନ୍ତି, ସେ କିଏ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ? “ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।”


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜ ନାମରେ ଶପଥ କରିଅଛୁ ଯେ, ବସ୍ରା ବିସ୍ମୟର, ନିନ୍ଦାର, ଉତ୍ସନ୍ନତାର ଓ ଅଭିଶାପର ପାତ୍ର ହେବ ଓ ତହିଁର ନଗରସବୁ ଚିରକାଳ ଉତ୍ସନ୍ନ ସ୍ଥାନ ହେବ।”


Swiv nou:

Piblisite


Piblisite