Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ମୋୟାବ ବଡ଼ ଅହଙ୍କାରୀ, ଆମ୍ଭେମାନେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଅହଙ୍କାର, ତାହାର ଦର୍ପ ଓ ତାହାର ଚିତ୍ତର ଅଭିମାନ କଥା ଶୁଣିଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ମୋୟାବ ବଡ଼ ଅହଙ୍କାରୀ, ଆମ୍ଭେମାନେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଅହଙ୍କାର, ତାହାର ଦର୍ପ ଓ ତାହାର ଚିତ୍ତର ଅଭିମାନ କଥା ଶୁଣିଅଛୁ।

Gade chapit la Kopi

ଓଡିଆ ବାଇବେଲ

29 ମୋୟାବ ବଡ଼ ଅହଙ୍କାରୀ, ଆମ୍ଭେମାନେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଅହଙ୍କାର, ତାହାର ଦର୍ପ ଓ ତାହାର ଚିତ୍ତର ଅଭିମାନ କଥା ଶୁଣିଅଛୁ।”

Gade chapit la Kopi

ପବିତ୍ର ବାଇବଲ

29 “ମୋୟାବ ବଡ଼ ଅହଙ୍କାରୀ, ଆମ୍ଭେମାନେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଗର୍ବ, ତାହାର ଦର୍ପ ଓ ତାହାର ଚିତ୍ତର ଅହମିକା କଥା ଶୁଣିଅଛୁ।”

Gade chapit la Kopi




ଯିରିମୀୟ 48:29
13 Referans Kwoze  

ଆମ୍ଭେମାନେ ମୋୟାବର ଗର୍ବ ବିଷୟରେ ଶୁଣିଅଛୁ ଯେ, ସେ ଅତ୍ୟନ୍ତ ଗର୍ବୀ, ତାହାର ଅହଙ୍କାର ଓ ତାହାର ଗର୍ବ ଓ ତାହାର କୋପର କଥା ଶୁଣିଅଛୁ; ତାହାର ଦର୍ପ କିଛି ହିଁ ନୁହେଁ।


ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି।


କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ର‌ରେ ଉକ୍ତ ଅଛି, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”


କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”


ଏଣୁ ମୁଁ ନବୂଖଦ୍‍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।


ଏକ ବଂଶ ଅଛି, ଆଃ, ସେମାନଙ୍କ ଦୃଷ୍ଟି କିପରି ଉଚ୍ଚ! ସେମାନଙ୍କ ଚକ୍ଷୁର ପତା ଉତ୍ଥିତ ହୋଇଅଛି।


ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।


ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର, ଦାମ୍ଭିକତା ଓ କୁପଥ ଏବଂ କୁଟିଳ ମୁଖ ମୁଁ ଘୃଣା କରେ।


ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦକ ନାମରେ ବିଖ୍ୟାତ, ସେ ଅହଙ୍କାରର ଗାରିମାରେ କର୍ମ କରେ।


ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।


Swiv nou:

Piblisite


Piblisite