ଯିରିମୀୟ 48:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)37 କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି। Gade chapit laଓଡିଆ ବାଇବେଲ37 କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି।” Gade chapit laପବିତ୍ର ବାଇବଲ37 ସମସ୍ତେ ମସ୍ତକ ମୁଣ୍ଡନ କରିଛନ୍ତି ଓ ଦାଢ଼ି କ୍ଷୌର ହୋଇଛନ୍ତି। ପ୍ରତ୍ୟେକଙ୍କର ହାତ କାଟି ରକ୍ତାକ୍ତ ହୋଇଅଛି ଓ ପ୍ରତ୍ୟେକ କଟିଦେଶରେ ଚଟବସ୍ତ୍ର ପରିଧାନ କରିଛନ୍ତି। Gade chapit la |