Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ସେ କିପରି ଭଗ୍ନ ହୋଇଅଛି! ଲୋକେ କିପରି ବିଳାପ କରୁଅଛନ୍ତି! ମୋୟାବ ଲଜ୍ଜାରେ କିପରି ପୃଷ୍ଠ ଫେରାଇଅଛି! ଏହିରୂପେ ମୋୟାବ ଆପଣା ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଭୟସ୍ଥାନ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ସେ କିପରି ଭଗ୍ନ ହୋଇଅଛି ! ଲୋକେ କିପରି ବିଳାପ କରୁଅଛନ୍ତିଣ! ମୋୟାବ ଲଜ୍ଜାରେ କିପରି ପୃଷ୍ଠ ଫେରାଇ ଅଛି ! ଏହିରୂପେ ମୋୟାବ ଆପଣା ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଭୟସ୍ଥାନ ହେବ।

Gade chapit la Kopi

ଓଡିଆ ବାଇବେଲ

39 ସେ କିପରି ଭଗ୍ନ ହୋଇଅଛି ! ଲୋକେ କିପରି ବିଳାପ କରୁଅଛନ୍ତି ! ମୋୟାବ ଲଜ୍ଜାରେ କିପରି ପୃଷ୍ଠ ଫେରାଇ ଅଛି ! ଏହିରୂପେ ମୋୟାବ ଆପଣା ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଭୟ ସ୍ଥାନ ହେବ।”

Gade chapit la Kopi

ପବିତ୍ର ବାଇବଲ

39 “ମୋୟାବ ଭଗ୍ନ ହୋଇଅଛି, ତା'ର ଲୋକମାନେ କ୍ରନ୍ଦନ କରୁଛନ୍ତି, ମୋୟାବ ଲଜ୍ଜିତ ହୋଇଅଛି ଓ ଲୋକମାନଙ୍କର ହାସ୍ୟାସ୍ପଦର ପାତ୍ର ହୋଇଅଛି।”

Gade chapit la Kopi




ଯିରିମୀୟ 48:39
10 Referans Kwoze  

ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି! ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ଡର ମୁଣ୍ଡରେ ନିକ୍ଷିପ୍ତ ହୋଇଅଛି।


ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।


ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସିଅଛି! ସେ କିପରି ବିଧବା ତୁଲ୍ୟ ହୋଇଅଛି! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି!


ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ତାହାର ପାଇଁ ବିଳାପ କର, ଆଉ କୁହ, ‘ଏହି ଦୃଢ଼ ଦଣ୍ଡ, ସୁନ୍ଦର ଯଷ୍ଟି କିପରି ଭଗ୍ନ ହୋଇଅଛି!’


ପୁଣି, ଇସ୍ରାଏଲ ବଂଶ ଆପଣା ବିଶ୍ୱାସଭୂମି ବେଥେଲ୍‍ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।


Swiv nou:

Piblisite


Piblisite