Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ସଦାପ୍ରଭୁ କହନ୍ତି, ହେ ମୋୟାବ ନିବାସୀନ୍‍, ତୁମ୍ଭ ପାଇଁ ତ୍ରାସ, ଖାତ ଓ ଫାନ୍ଦ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ସଦାପ୍ରଭୁ କହନ୍ତି, ହେ ମୋୟାବ ନିବାସୀନ୍, ତୁମ୍ଭ ପାଇଁ ତ୍ରାସ, ଖାତ ଓ ଫାନ୍ଦ ଅଛି।

Gade chapit la Kopi

ଓଡିଆ ବାଇବେଲ

43 ସଦାପ୍ରଭୁ କହନ୍ତି, “ହେ ମୋୟାବ ନିବାସୀନ୍‍, ତୁମ୍ଭ ପାଇଁ ତ୍ରାସ, ଖାତ ଓ ଫାନ୍ଦ ଅଛି।

Gade chapit la Kopi

ପବିତ୍ର ବାଇବଲ

43 ତେଣୁ ସଦାପ୍ରଭୁ କହନ୍ତି, “ହେ ମୋୟାବ ନିବାସୀଗଣ ତୁମ୍ଭମାନଙ୍କ ପାଇଁ ତ୍ରାସ, ଖାତ ଓ ଫାନ୍ଦ ଅଛି।

Gade chapit la Kopi




ଯିରିମୀୟ 48:43
6 Referans Kwoze  

ତ୍ରାସ ଓ ଖାତ, ଉଜାଡ଼ ଓ ବିନାଶ ଆମ୍ଭମାନଙ୍କ ପ୍ରତି ଘଟିଅଛି।


ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।


ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ସବୁରୁ ତୁମ୍ଭ ପ୍ରତି ଭୟ ଘଟାଇବା; ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥରେ ତାଡ଼ିତ ହେବ, ପୁଣି ଯେଉଁ ଜନ ପଥ ହୁଡ଼େ, ତାହାକୁ ସଂଗ୍ରହ କରିବା ପାଇଁ କେହି ନ ଥିବ।


ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ, ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, ତୁମ୍ଭର ଅନୁସନ୍ଧାନ ମିଳିଅଛି, ମଧ୍ୟ ତୁମ୍ଭେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ।


Swiv nou:

Piblisite


Piblisite