Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ହେ ମୋୟାବ, ତୁମ୍ଭେ ସନ୍ତାପର ପାତ୍ର! କମୋଶର ଲୋକମାନେ ବିନଷ୍ଟ ହେଲେ; କାରଣ ତୁମ୍ଭର ପୁତ୍ରଗଣ ବନ୍ଦୀ ହେଲେ ଓ ତୁମ୍ଭର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ନୀତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ହେ ମୋୟାବ, ତୁମ୍ଭେ ସନ୍ତାପର ପାତ୍ର ! କମୋଶର ଲୋକମାନେ ବିନଷ୍ଟ ହେଲେ; କାରଣ ତୁମ୍ଭର ପୁତ୍ରଗଣ ବନ୍ଦୀ ହେଲେ ଓ ତୁମ୍ଭର କନ୍ୟାଗଣ ବନ୍ଦୀତ୍ଵ ସ୍ଥାନକୁ ନୀତ ହେଲେ।

Gade chapit la Kopi

ଓଡିଆ ବାଇବେଲ

46 ହେ ମୋୟାବ, ତୁମ୍ଭେ ସନ୍ତାପର ପାତ୍ର ! କମୋଶର ଲୋକମାନେ ବିନଷ୍ଟ ହେଲେ; କାରଣ ତୁମ୍ଭର ପୁତ୍ରଗଣ ବନ୍ଦୀ ହେଲେ ଓ ତୁମ୍ଭର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ନୀତ ହେଲେ।

Gade chapit la Kopi

ପବିତ୍ର ବାଇବଲ

46 ହେ ମୋୟାବ, ତୁମ୍ଭକୁ ଧିକ୍, କମୋଶର ଲୋକମାନେ ବିନଷ୍ଟ ହେଲେ। କାରଣ ତୁମ୍ଭର ପୁତ୍ରକନ୍ୟାମାନେ ବନ୍ଦୀ ହୋଇ ବନ୍ଦୀତ୍ୱ ସ୍ଥାନକୁ ନୀତ ହେଲେ।

Gade chapit la Kopi




ଯିରିମୀୟ 48:46
7 Referans Kwoze  

ହେ ମୋୟାବ, ତୁମ୍ଭର ସନ୍ତାପ ହେଲା! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;


ପୁଣି, ଇସ୍ରାଏଲ ବଂଶ ଆପଣା ବିଶ୍ୱାସଭୂମି ବେଥେଲ୍‍ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।


କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଧରାଯିବ; ଆଉ, କମୋଶ ନାମକ ଦେବତା ଆପଣାର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇଯିବ।


ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ମୋଲକ୍‍ ନାମକ ଘୃଣାଯୋଗ୍ୟ ଦେବତା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।


ତୁମ୍ଭର କମୋଶ ଦେବ ଯାହା ତୁମ୍ଭକୁ ଅଧିକାର କରିବାକୁ ଦିଅନ୍ତି, ତାହା କି ତୁମ୍ଭେ ଅଧିକାର କରିବ ନାହିଁ? ସେରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଅଧିକାରଚ୍ୟୁତ କରିଅଛନ୍ତି, ସେମାନଙ୍କୁ ଆମ୍ଭେମାନେ ଅଧିକାର କରିବୁ।


ପୁଣି ବିନାଶ ପର୍ବତର ଦକ୍ଷିଣ ପାର୍ଶ୍ୱରେ ଯିରୂଶାଲମ ସମ୍ମୁଖରେ ଇସ୍ରାଏଲର ରାଜା ଶଲୋମନ ସୀଦୋନୀୟମାନଙ୍କ ଘୃଣାଯୋଗ୍ୟ ଅଷ୍ଟାରୋତ୍‍ ନିମନ୍ତେ ଓ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ଘୃଣାଯୋଗ୍ୟ ମିଲ୍‍କମ୍‍ ନିମନ୍ତେ ଯେ ଯେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ସେସବୁକୁ ରାଜା ଅଶୁଚି କଲେ।


କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ ଭ୍ରମଣକାରୀ ପକ୍ଷୀ ପରି ଓ ପକ୍ଷୀର ଛିନ୍ନଭିନ୍ନ ବସା ପରି ହେବେ।


Swiv nou:

Piblisite


Piblisite