ଯିରିମୀୟ 49:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼, ଆମ୍ଭେ ସେମାନଙ୍କୁ ଜୀବନରେ ରକ୍ଷା କରିବା ଓ ତୁମ୍ଭର ବିଧବାମାନେ ଆମ୍ଭଠାରେ ବିଶ୍ୱାସ କରନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼, ଆମ୍ଭେ ସେମାନଙ୍କୁ ଜୀବନରେ ରକ୍ଷା କରିବା ଓ ତୁମ୍ଭର ବିଧବାମାନେ ଆମ୍ଭଠାରେ ବିଶ୍ଵାସ କରନ୍ତୁ। Gade chapit laଓଡିଆ ବାଇବେଲ11 ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼, ଆମ୍ଭେ ସେମାନଙ୍କୁ ଜୀବନରେ ରକ୍ଷା କରିବା ଓ ତୁମ୍ଭର ବିଧବାମାନେ ଆମ୍ଭଠାରେ ବିଶ୍ୱାସ କରନ୍ତୁ।” Gade chapit laପବିତ୍ର ବାଇବଲ11 ତୁମ୍ଭେ ଅନାଥମାନଙ୍କ ବିଷୟରେ ବ୍ୟସ୍ତ ହୁଅ ନାହିଁ। ଆମ୍ଭେ ସେମାନଙ୍କୁ ଜୀବିତ ରଖିବା। ତୁମ୍ଭମାନଙ୍କର ବିଧବାମାନେ ଆମ୍ଭ ଉପରେ ନିର୍ଭର କରିବେ।” Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।