ଯିରିମୀୟ 49:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଲାଇ ଆଣିବା, ଏହା ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)16 ଗୋ ଶୈଳଛିଦ୍ରନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ଵିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କୋଶ ପକ୍ଷୀ ପରି ଉଚ୍ଚ ସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଳାଇ ଆଣିବା, ଏହା ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ16 “ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚ ସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଳାଇ ଆଣିବା,” ଏହା ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ16 ହେ ଇଦୋମ୍, ତୁମ୍ଭେ ଅନ୍ୟ ଗୋଷ୍ଠୀଗଣ ମଧ୍ୟରେ ନିଜକୁ ମହାନ ଭାବିଛ। ତୁମ୍ଭର ଗର୍ବ ତୁମ୍ଭକୁ ପ୍ରବଞ୍ଚନା କରିଛି। ତୁମ୍ଭେ ଚତୁର୍ଦ୍ଦିଗସ୍ଥ ପର୍ବତଶୃଙ୍ଗ ମଧ୍ୟରେ ଓ ଉଚ୍ଚ ସ୍ଥାନରେ ରହି ନିଜକୁ ନିରାପଦ ମନେ କରିଛ। ମାତ୍ର ତୁମ୍ଭେ ଉତ୍କ୍ରୋଶପକ୍ଷୀ ପରି ଉଚ୍ଚ ସ୍ଥାନରେ ବାସ କଲେ ମଧ୍ୟ ମୁଁ ତୁମ୍ଭକୁ ସେଠାରୁ ତଳକୁ ଓହ୍ଲାଇ ଆଣିବି।” ଏହା ସଦାପ୍ରଭୁ କହନ୍ତି। Gade chapit la |
ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।