ଯିରିମୀୟ 49:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏଲମ୍ର ଧନୁ, ଅର୍ଥାତ୍, ସେମାନଙ୍କ ବଳର ଅଗ୍ରିମାଂଶ ଭାଙ୍ଗି ପକାଇବା। Gade chapit laପବିତ୍ର ବାଇବଲ (Re-edited) - (BSI)35 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏଲମର ଧନୁ, ଅର୍ଥାତ୍, ସେମାନଙ୍କ ବଳର ଅଗ୍ରିମାଂଶ ଭାଙ୍ଗି ପକାଇବା। Gade chapit laଓଡିଆ ବାଇବେଲ35 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏଲମ୍ର ଧନୁ, ଅର୍ଥାତ୍, ସେମାନଙ୍କ ବଳର ଅଗ୍ରିମାଂଶ ଭାଙ୍ଗି ପକାଇବା। Gade chapit laପବିତ୍ର ବାଇବଲ35 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ଏଲମର ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର ଧନୁକୁ ଭାଙ୍ଗି ପକାଇବା। Gade chapit la |
ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।