ଯିରିମୀୟ 49:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏଲମ୍ରେ ଆପଣା ସିଂହାସନ ସ୍ଥାପନ କରିବା ଓ ସେସ୍ଥାନରୁ ରାଜାକୁ ଓ ଅଧିପତିଗଣକୁ ଉଚ୍ଛିନ୍ନ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)38 ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏଲମରେ ଆପଣା ସିଂହାସନ ସ୍ଥାପନ କରିବା ଓ ସେସ୍ଥାନରୁ ରାଜାକୁ ଓ ଅଧିପତିଗଣକୁ ଉଚ୍ଛିନ୍ନ କରିବା। Gade chapit laଓଡିଆ ବାଇବେଲ38 ପୁଣି, ସଦାପ୍ରଭୁ କହନ୍ତି, “ଆମ୍ଭେ ଏଲମ୍ରେ ଆପଣା ସିଂହାସନ ସ୍ଥାପନ କରିବା ଓ ସେସ୍ଥାନରୁ ରାଜାକୁ ଓ ଅଧିପତିଗଣକୁ ଉଚ୍ଛିନ୍ନ କରିବା। Gade chapit laପବିତ୍ର ବାଇବଲ38 ପୁଣି ସଦାପ୍ରଭୁ କହନ୍ତି, “ଆମ୍ଭେ ଏଲମରେ ଆମ୍ଭର ସିଂହାସନ ସ୍ଥାପନ କରିବା ଓ ସେ ସ୍ଥାନରୁ ରାଜାକୁ ଓ ଅଧିପତିମାନଙ୍କୁ ଉଚ୍ଛିନ୍ନ କରାଇବା।” Gade chapit la |