ଯିରିମୀୟ 49:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୈମନ୍ରେ କି ଆଉ ଜ୍ଞାନ ନାହିଁ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି? Gade chapit laପବିତ୍ର ବାଇବଲ (Re-edited) - (BSI)7 ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୈମନରେ କି ଆଉ ଜ୍ଞାନ ନାହିଁ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି? Gade chapit laଓଡିଆ ବାଇବେଲ7 ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୈମନ୍ରେ କି ଆଉ ଜ୍ଞାନ ନାହିଁ ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି ? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି ? Gade chapit laପବିତ୍ର ବାଇବଲ7 ସୈନ୍ୟାଧିପତି ସଦାପ୍ରଭୁ ଇଦୋମ ବିଷୟରେ ଏହି କଥା କହନ୍ତି, “ତୈମନରେ ଆଉ କ’ଣ ଜ୍ଞାନ ନାହିଁ? ଉତ୍ତମ ପରାମର୍ଶ ଦେବାକୁ ଇଦୋମରେ କ’ଣ ଜ୍ଞାନୀ ନାହାନ୍ତି? ସେମାନଙ୍କର ବୁଦ୍ଧି କ’ଣ ଅନ୍ତର୍ହିତ ହୋଇଅଛି? Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।