ଯିରିମୀୟ 5:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା; ସେ ବଳବାନ ଗୋଷ୍ଠୀ, ପ୍ରାଚୀନ ଗୋଷ୍ଠୀ, ସେହି ଗୋଷ୍ଠୀର ଭାଷା ତୁମ୍ଭେ ଜାଣ ନାହିଁ, କିଅବା ସେମାନଙ୍କର କଥା ତୁମ୍ଭେ ବୁଝ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)15 ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକି ଆଣିବା; ସେ ବଳବାନ ଗୋଷ୍ଠୀ, ପ୍ରାଚୀନ ଗୋଷ୍ଠୀ, ସେ ଗୋଷ୍ଠୀର ଭାଷା ତୁମ୍ଭେ ଜାଣ ନାହିଁ, କିଅବା ସେମାନଙ୍କର କଥା ତୁମ୍ଭେ ବୁଝ ନାହିଁ। Gade chapit laଓଡିଆ ବାଇବେଲ15 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା; ସେ ବଳବାନ ଗୋଷ୍ଠୀ, ପ୍ରାଚୀନ ଗୋଷ୍ଠୀ, ସେହି ଗୋଷ୍ଠୀର ଭାଷା ତୁମ୍ଭେ ଜାଣ ନାହିଁ, କିଅବା ସେମାନଙ୍କର କଥା ତୁମ୍ଭେ ବୁଝ ନାହିଁ।” Gade chapit laପବିତ୍ର ବାଇବଲ15 ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ ବଂଶ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା ସେ ଏକ ବଳବାନ୍ ଗୋଷ୍ଠୀ ଓ ପ୍ରାଚୀନ ଗୋଷ୍ଠୀ। ସେ ଗୋଷ୍ଠୀର ଭାଷା ତୁମ୍ଭେମାନେ ଜାଣ ନାହିଁ। ଆଉ ସେମାନଙ୍କର କଥା ତୁମ୍ଭେମାନେ ବୁଝିପାରିବ ନାହିଁ। Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।