Biblia Todo Logo
Bib sou entènèt

- Piblisite -




ଯିରିମୀୟ 50:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଅଶୂରର ରାଜାକୁ ଯେପରି ଦଣ୍ଡ ଦେଇଅଛୁ, ସେପରି ବାବିଲର ରାଜାକୁ ଓ ତାହାର ଦେଶକୁ ଆମ୍ଭେ ଦଣ୍ଡ ହେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଅଶୂରର ରାଜାକୁ ଯେପରି ଦଣ୍ତ ଦେଇ ଅଛୁ, ସେପରି ବାବିଲର ରାଜାକୁ ଓ ତାହାର ଦେଶକୁ ଆମ୍ଭେ ଦଣ୍ତ ହେବା।

Gade chapit la Kopi

ଓଡିଆ ବାଇବେଲ

18 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ଅଶୂରର ରାଜାକୁ ଯେପରି ଦଣ୍ଡ ଦେଇ ଅଛୁ, ସେପରି ବାବିଲର ରାଜାକୁ ଓ ତାହାର ଦେଶକୁ ଆମ୍ଭେ ଦଣ୍ଡ ହେବା।

Gade chapit la Kopi

ପବିତ୍ର ବାଇବଲ

18 ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ଅଶୂରର ରାଜାକୁ ଯେଉଁପରି ଶାସ୍ତି ଦେଇଥିଲୁ, ସେହିପରି ବାବିଲର ରାଜାକୁ ଓ ତାହାର ଲୋକମାନଙ୍କୁ ଦଣ୍ଡ ଦେବା।

Gade chapit la Kopi




ଯିରିମୀୟ 50:18
11 Referans Kwoze  

ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା।


କାରଣ ସେଦିନ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ଓ ତାହାଙ୍କ ବିପକ୍ଷମାନଙ୍କୁ ପ୍ରତିଫଳ ଦେବାର ଦିନ ଅଟେ; ଖଡ୍ଗ ଗ୍ରାସ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନ କରି ପରିତୃପ୍ତ ହେବ; କାରଣ ଫରାତ୍‍ ନଦୀ ନିକଟସ୍ଥ ଉତ୍ତର ଦେଶରେ ପ୍ରଭୁଙ୍କର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞ ଅଛି।


ପୁଣି, ଯେଉଁମାନେ ତୁମ୍ଭ ପ୍ରତି ଅନାଇବେ, ସେମାନେ ସମସ୍ତେ ତୁମ୍ଭ ନିକଟରୁ ପଳାଇବେ, ଆଉ କହିବେ, ନୀନିବୀ ଧ୍ୱଂସ ହୋଇଅଛି; ତାହା ବିଷୟରେ କିଏ ବିଳାପ କରିବ? ଆମ୍ଭେ ତୁମ୍ଭ ପାଇଁ ସାନ୍ତ୍ୱନାକାରୀଗଣ କେଉଁଠାରେ ଖୋଜିବା?


ହେ ଅଶୂରର ରାଜା, ତୁମ୍ଭର ପଲରକ୍ଷକମାନେ ଘୁମାଉଅଛନ୍ତି; ତୁମ୍ଭର ପ୍ରତାପାନ୍ୱିତ ଲୋକମାନେ ବିଶ୍ରାମ କରୁଅଛନ୍ତି; ତୁମ୍ଭର ଲୋକମାନେ ପର୍ବତଗଣ ଉପରେ ଛିନ୍ନଭିନ୍ନ ହୋଇଅଛନ୍ତି। ଆଉ, ସେମାନଙ୍କୁ ସଂଗ୍ରହ କରିବାକୁ କେହି ନାହିଁ।


ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା।


ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।


ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଲୁଟିଅଛ, ଏଥିପାଇଁ ମନୁଷ୍ୟମାନଙ୍କର ରକ୍ତପାତ, ଆଉ ଦେଶ, ନଗର ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଜନବୃନ୍ଦର ସମସ୍ତ ଶେଷାଂଶ ତୁମ୍ଭକୁ ଲୁଟିବେ।


Swiv nou:

Piblisite


Piblisite